ETV Bharat / state

Brajarajnagar By Poll: 3ଜଣ କଲେ ପ୍ରାର୍ଥୀପତ୍ର ପ୍ରତ୍ୟାହାର, ମୈଦାନରେ 11 ଯୋଦ୍ଧା

ଆସନ୍ତା ମେ ୩୧ ତାରିଖରେ ହେବାକୁ ଥିବା ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ଥିଲା । ଅଧିକ ପଢନ୍ତୁ

3 ଜଣ କଲେ ପ୍ରାର୍ଥୀପତ୍ର ପ୍ରତ୍ୟାହାର
3 ଜଣ କଲେ ପ୍ରାର୍ଥୀପତ୍ର ପ୍ରତ୍ୟାହାର
author img

By

Published : May 17, 2022, 9:13 PM IST

ଝାରସୁଗୁଡା: ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ୩ ଜଣ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି । ଏନେଇ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦେଇଛନ୍ତି । ଆସନ୍ତା ମେ ୩୧ ତାରିଖରେ ହେବାକୁ ଥିବା ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ଥିଲା । ପୂର୍ବରୁ ଉପନିର୍ବାଚନ ପାଇଁ ୧୪ ଜଣଙ୍କ ପ୍ରାର୍ଥୀପତ୍ର କାଏମ ରହିଥିଲା।

ByPoll: 3 ଜଣ କଲେ ପ୍ରାର୍ଥୀପତ୍ର ପ୍ରତ୍ୟାହାର

ଏନେଇ ଆଜି ତିନିଜଣ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି । ସେ ମଧ୍ୟରୁ ତପନ ସ୍ବାଇଁ, ପାର୍ବତୀ ବେହେରା ଓ ମନୋଜ ପ୍ରଧାନ ନିଜ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିନେଇଛନ୍ତି । ଏହି ତିନିଜଣ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ପରେ ବ୍ରଜରାଜନଗର ଉପନିର୍ବାଚନ ପାଇଁ ମୋଟ ୧୧ଜଣ ପ୍ରାର୍ଥୀ ଥିବା ଉପଜିଲ୍ଲାପାଳ ସୂଚନା ଦେଇଛନ୍ତି ।

ଝାରସୁଗୁଡାରୁ ଗୁରୁଚରଣ ବାଘ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.