ETV Bharat / state

ଝାରସୁଗୁଡାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ - ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ । ସ୍ୱାସ୍ଥ୍ୟ ସେବାର ଉନ୍ନତି ନିମନ୍ତେ ହେବ ସହାୟକ । ଅଧିକ ପଢନ୍ତୁ...

chief minister inaugurated  somany projects and laid the foundation stone in jharsuguda
ଝାରସୁଗୁଡାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
author img

By

Published : Jun 19, 2021, 8:04 AM IST

ଝାରସୁଗୁଡ଼ା: ଜିଲ୍ଲାରେ ସ୍ବାସ୍ଥ୍ୟ ସେବା ସମ୍ପର୍କିତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ଭିଡିଓ କନଫେରେନ୍ସ ମାଧ୍ୟମରେ ଏହି ସବୁ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଲିକୁଇଡ ମେଡିକାଲ ଅକ୍ସିଜେନ ( 6KL) ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା , ଚାପ ଅବଶୋଷଣ ପ୍ରଣାଳୀରେ ମେଡିକାଲ ଅକ୍ସିଜେନ (833 LPM)ର ଉତ୍ପାଦନ ଓ ବଣ୍ଟନ ବ୍ୟବସ୍ଥା ସହ ରାଜପୁରଠାରେ ଅବସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ନୂତନ ଗୃହର ଶିଳାନ୍ୟାସ କରିଛନ୍ତି।

ଝାରସୁଗୁଡାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

କାର୍ଯ୍ୟକ୍ରମରେ ମନ୍ତ୍ରୀ ନବକିଶୋର ଦାସ, ବରଗଡ଼ ସାଂସଦ ସୁରେଶ ପୂଜାରୀ ଓ ବ୍ରଜରାଜନଗର ବିଧାୟକ କିଶୋର କୁମାର ମହାନ୍ତି ଉପସ୍ଥିତ ଥିଲେ । ଜିଲ୍ଲାପାଳ ସରୋଜ କୁମାର ସାମଲ ପ୍ରକଳ୍ପ ଶିଳାନ୍ୟାସ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ , ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ତପିରାମ ମାଝୀ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀଙ୍କ ସମେତ ସହରର ମାନ୍ୟଗନ୍ୟ ବ୍ୟକ୍ତି ମଧ୍ୟ ସାମିଲ ହୋଇଥିଲେ ।

ଝାରସୁଗୁଡ଼ାରୁ ରବି ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.