ETV Bharat / state

ଡ୍ରେନରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର - ଡ୍ରେନରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଝାରସୁଗୁଡ଼ା ଜିଲ୍ଲା ସଦରଥାନା ଅନ୍ତର୍ଗତ ବିଟିଏମ ଛକ ଜାତୀୟ ରାଜପଥ ୪୯ ରାସ୍ତା କଡ଼ରେ ଏକ ଡ୍ରେନରୁ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଅଧିକ ପଢ଼ନ୍ତୁ

dead body found from drain in  jharsuguda
ଡ୍ରେନରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର
author img

By

Published : Jun 6, 2022, 11:56 AM IST

Updated : Jun 6, 2022, 12:01 PM IST

ଝାରସୁଗୁଡ଼ା: ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର । ଝାରସୁଗୁଡ଼ା ଜିଲ୍ଲା ସଦରଥାନା ଅନ୍ତର୍ଗତ ବିଟିଏମ ଛକ ଜାତୀୟ ରାଜପଥ ୪୯ ରାସ୍ତା କଡ଼ରେ ଏକ ଡ୍ରେନରୁ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତି ଜଣକ ଅର୍ଡା ଗ୍ରାମର ୫୨ ବର୍ଷୀୟ ରଞ୍ଜନ ନାୟକ ହୋଇଥିବା ଜଣାପଡ଼ିଛି । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ମୃତଦେହ ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ଘଟଣାସ୍ଥଳରେ ପୋଲିସ ଏବଂ ସାଇଣ୍ଟିଫିକ ଟିମ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି ।

ଡ୍ରେନରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଇଟିଭି ଭାରତ, ଝାରସୁଗୁଡ଼ା

Last Updated : Jun 6, 2022, 12:01 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.