ETV Bharat / state

ଟୀକାକରଣ ନେଇ ଭିଡିଓ କନଫରେନ୍ସରେ ଆଲୋଚନା କଲେ ସ୍ୱାସ୍ଥ୍ୟମନ୍ତ୍ରୀ - vaccination

ଆଜିର ଟୀକାକରଣ କିଭଳି ହୋଇଛି ତାହାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଏକ ଭିଡିଓ କନଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ଓ ସ୍ବାସ୍ଥ୍ୟ ସଚିବଙ୍କ ସହିତ ଅଲୋଚନା କରିଛନ୍ତି। ଏହାସହ ଦେଶର ସମସ୍ତ ବୈଜ୍ଞାନିକଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଟୀକାକରଣ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଭିଡିଓ କନଫରେନ୍ସରେ ଆଲୋଚନା

author img

By

Published : Jan 16, 2021, 2:01 PM IST

ଝାରସୁଗୁଡା: ରାଜ୍ୟରେ ଟୀକାକରଣ ଆରମ୍ଭ ହୋଇଯାଇଛି । ଆଜିର ଟୀକାକରଣ କିଭଳି ହୋଇଛି ତାହାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଏକ ଭିଡିଓ କଂଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ଓ ସ୍ବାସ୍ଥ୍ୟ ସଚିବଙ୍କ ସହିତ ଅଲୋଚନା କରିଛନ୍ତି। ଏହାସହ ଦେଶର ସମସ୍ତ ବୈଜ୍ଞାନିକଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଟିକା ଉତ୍ପାଦନ କ୍ଷେତ୍ରରେ ଭାରତ ଅଗ୍ରଣୀ ଭୂମିକା ଗ୍ରହଣ କରିବ।

ଟୀକାକରଣ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଭିଡିଓ କନଫରେନ୍ସରେ ଆଲୋଚନା

ଝାରସୁଗୁଡାରୁ ରବି ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.