ETV Bharat / state

ସହରାଞ୍ଚଳ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ପ୍ରମାଣପତ୍ର ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ - ଜାଗା ମିଶନ ଯୋଜନା

ଝାରସୁଗୁଡ଼ା ପୌରପରିଷଦର ସହରାଞ୍ଚଳ ବସ୍ତିବାସିନ୍ଦାଙ୍କୁ ଜାଗା ମିଶନ ଯୋଜନା ଜରିଆରେ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରାଯାଇଛି । ଏହି ଅବସରରେ ଝାରସୁଗୁଡ଼ା ବିଧାୟକ ତଥା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଯୋଗଦେଇ ଭୂମିହୀନଙ୍କୁ ପ୍ରମାଣପତ୍ର ପ୍ରଦାନ କରିଛନ୍ତି ।

ସହରାଞ୍ଚଳ ବସ୍ତିବାସିନ୍ଦାଙ୍କୁ ଜାଗା ମିଶନ ଯୋଜନା

author img

By

Published : Nov 9, 2020, 10:23 PM IST

ଝାରସୁଗୁଡା: ଜିଲ୍ଲା ପୌରପରିଷଦର ସହରାଞ୍ଚଳ ବସ୍ତିବାସିନ୍ଦାଙ୍କୁ ଜାଗା ମିଶନ ଯୋଜନା ଜରିଆରେ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରାଯାଇଛି । ଏହି ଅବସରରେ ଝାରସୁଗୁଡ଼ା ବିଧାୟକ ତଥା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଯୋଗଦେଇ ଭୂମିହୀନଙ୍କୁ ପ୍ରମାଣପତ୍ର ପ୍ରଦାନ କରିଛନ୍ତି । ରାଜ୍ୟର ସହରାଞ୍ଚଳର ବସ୍ତିରେ ବସବାସ କରୁଥିବା ଲୋକମାନଙ୍କୁ ଜାଗା ମିଶନ ଯୋଜନା ଜରିଆରେ ଭୂମି ଅଧିକାର ପ୍ରମାଣ ପତ୍ର ଦେବାପାଇଁ ରାଜ୍ୟ ସରକାର ପ୍ରୟାସ କରିଛନ୍ତି ।

ସହରାଞ୍ଚଳ ବସ୍ତିବାସିନ୍ଦାଙ୍କୁ ଜାଗା ମିଶନ ଯୋଜନା

ସେହିପରି ଝାରସୁଗୁଡା ପୌରପରିଷଦରେ ଥିବା ବସ୍ତିବାସିନ୍ଦାମାନେ କିଭଳି ସୁସ୍ଥ ଓ ସମ୍ମାନର ସହ ରହିବେ ସେଥିପାଇଁ ତାଙ୍କୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପ୍ରକଳ୍ପ ନିର୍ଦେଶକ ତପିରାମ ମାଝୀ , କାର୍ଯ୍ୟନିର୍ବାହି ଅଧିକାରୀ ରାମଚନ୍ଦ୍ର ପ୍ରଧାନ ଓ ପୂର୍ବତନ ପୌରପରିସଦ ଅଧ୍ୟକ୍ଷ ହରିଷ ଗଣତ୍ରା ଉପସ୍ଥିତ ଥିଲେ ।

ଝାରସୁଗୁଡାରୁ ରବି ନାରାୟଣ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.