ETV Bharat / state

ନାମାଙ୍କନ ଦାଖଲ କଲେ ବିଭିନ୍ନ ଦଳର ପ୍ରାର୍ଥୀ

ଆସନ୍ତାକାଲି ଜିଲ୍ଲାରେ ଥିବା ଝାରସୁଗୁଡା ଓ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ପତ୍ର ଦାଖଲର ଶେଷ ଦିନ। ଆଜି ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀରୁ ବିଜେଡ଼ି ପ୍ରାର୍ଥୀ ତଥା ପୂର୍ବତନ ବିଧାୟକ ନବ କିଶୋର ଦାସ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

author img

By

Published : Mar 25, 2019, 8:54 PM IST

ଫଟୋ ସୌଜନ୍ୟ- ପ୍ରତିନିଧି, ଝାରସୁଗୁଡା

ଝାରସୁଗୁଡା: ଆସନ୍ତାକାଲି ଜିଲ୍ଲାରେ ଥିବା ଝାରସୁଗୁଡା ଓ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ପତ୍ର ଦାଖଲର ଶେଷ ଦିନ। ଆଜି ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀରୁ ବିଜେଡ଼ି ପ୍ରାର୍ଥୀ ତଥା ପୂର୍ବତନ ବିଧାୟକ ନବ କିଶୋର ଦାସ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଝାରସୁଗୁଡ଼ା ମନମୋହନ ଏମଇ ସ୍କୁଲ ପଡିଆରୁ ଏକ ଭବ୍ୟ ଶୋଭାଯାତ୍ରାରେ ନଵ ଦାସ ବାହାରିଥିଲେ।

ଭିଡିଓ ସୌଜନ୍ୟ- ପ୍ରତିନିଧି, ଝାରସୁଗୁଡା

ଶତାଧିକ ସମର୍ଥକଙ୍କ ସହ ନବ ଦାସ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଥିଲେ। ସେହିଭଳି ବ୍ରଜରାଜନଗରର ବିଧାନସଭା ଆସନରୁ ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡା ନିଜର ସମର୍ଥକଙ୍କ ସହ ଏକ ବିଶାଳ ପଟୁଆରରେ ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ଦାଖଲ କରିଥିଲେ।

ଅନ୍ୟପଟେ ଚଳିତ ନିର୍ବାଚନରେ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ଓ ସିପିଆଇ ମେଣ୍ଟ ହୋଇଛି। ତେବେ ସିପିଆଇ ତରଫରୁ ରମେଶ ତ୍ରିପାଠୀ ବରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରଦୀପ ଦେବତାଙ୍କ ଉପସ୍ଥିତିରେ ରମେଶ ତ୍ରିପାଠୀ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି।

ଝାରସୁଗୁଡାରୁ ରବିନାରାୟଣ ସାହୁ, ଇଟିଭି ଭାରତ

Intro:Body:

ନାମାଙ୍କନ ଦାଖଲ କଲେ ବିଭିନ୍ନ ଦଳର ପ୍ରାର୍ଥୀ

ଝାରସୁଗୁଡା: ଆସନ୍ତାକାଲି ଜିଲ୍ଲାରେ ଥିବା ଝାରସୁଗୁଡା ଓ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ପତ୍ର ଦାଖଲର ଶେଷ ଦିନ। ଆଜି ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀରୁ ବିଜେଡ଼ି ପ୍ରାର୍ଥୀ ତଥା ପୂର୍ବତନ ବିଧାୟକ ନବ କିଶୋର ଦାସ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଝାରସୁଗୁଡ଼ା ମନମୋହନ ଏମଇ ସ୍କୁଲ ପଡିଆରୁ ଏକ ଭବ୍ୟ ଶୋଭାଯାତ୍ରାରେ ନଵ ଦାସ ବାହାରିଥିଲେ।

ଶତାଧିକ ସମର୍ଥକଙ୍କ ସହ ନବ ଦାସ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଥିଲେ। ସେହିଭଳି ବ୍ରଜରାଜନଗରର ବିଧାନସଭା ଆସନରୁ ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡା ନିଜର ସମର୍ଥକଙ୍କ ସହ ଏକ ବିଶାଳ ପଟୁଆରରେ ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟରେ ପହଞ୍ଚି ନାମାଙ୍କନ ଦାଖଲ କରିଥିଲେ।

ଅନ୍ୟପଟେ ଚଳିତ ନିର୍ବାଚନ ରେ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ଓ ସିପିଆଇ ମେଣ୍ଟ ହୋଇଛି। ତେବେ ସିପିଆଇ ତରଫରୁ ରମେଶ ତ୍ରିପାଠୀ ବରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରଦୀପ ଦେବତାଙ୍କ ଉପସ୍ଥିତିରେ ରମେଶ ତ୍ରିପାଠୀ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି।

ଝାରସୁଗୁଡାରୁ ରବିନାରାୟଣ ସାହୁ, ଇଟିଭି ଭାରତ

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.