ETV Bharat / state

ଦିନକରେ କଳାହାଣ୍ଡିରୁ 23 ନୂଆ ଆକ୍ରାନ୍ତ ଚିହ୍ନଟ

author img

By

Published : Nov 21, 2020, 10:55 PM IST

କଳାହାଣ୍ଡିରେ ଦିନକୁ ଦିନ ବୃଦ୍ଧି ପାଉଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦିନକରେ ଜିଲ୍ଲାରୁ 23 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅଧିକ ପଢନ୍ତୁ...

ଦିନକରେ କଳାହାଣ୍ଡିରୁ 23 ନୂଆ ଆକ୍ରାନ୍ତ ଚିହ୍ନଟ
ଦିନକରେ କଳାହାଣ୍ଡିରୁ 23 ନୂଆ ଆକ୍ରାନ୍ତ ଚିହ୍ନଟ

କଳାହାଣ୍ଡି: ଜିଲ୍ଲାରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଲୋକାଲରେ ରୋଗୀଙ୍କ ସଂକ୍ରମଣ ସଂଖ୍ୟା ବୃଦ୍ଧି ହେଉଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ।

ଶନିବାର ଜିଲ୍ଲାରେ ପୁଣି ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ଥିବାବେଳେ ବର୍ତ୍ତମାନ ସୁଦ୍ଧା ପ୍ରଶାସନର ଶେଷ ସୂଚନା ଅନୁଯାୟୀ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାରରୁ ଉର୍ଦ୍ଧ୍ବରେ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୩ ହଜାର ୧୪୬ ଜଣ ସୁସ୍ଥ ହୋଇଛନ୍ତି ଓ ୨ ହଜାର ୮୦୭ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି ।

ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାସ୍ଥ୍ୟକର୍ମୀମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ କୁମାର ସିଂହ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.