ETV Bharat / state

କଳାହାଣ୍ଡିରେ ବଢୁଛି କୋରୋନା, ବୁଧବାର ଆଉ ୩୧ ଆକ୍ରାନ୍ତ ଚିହ୍ନଟ - kalahandi covid positive

କଳାହାଣ୍ଡିରେ ବଢୁଛି କୋରୋନା, ବୁଧବାର ଆଉ ୩୧ ଆକ୍ରାନ୍ତ ଚିହ୍ନଟ

author img

By

Published : Nov 19, 2020, 2:40 AM IST

Updated : Nov 19, 2020, 2:46 AM IST

23:34 November 18

କଳାହାଣ୍ଡିରେ ବଢୁଛି କୋରୋନା, ବୁଧବାର ଆଉ ୩୧ ଆକ୍ରାନ୍ତ ଚିହ୍ନଟ

କଳାହାଣ୍ଡିରେ ବଢୁଛି କୋରୋନା, ବୁଧବାର ଆଉ ୩୧ ଆକ୍ରାନ୍ତ ଚିହ୍ନଟ

ଭାବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥାନୀୟ ସଂକ୍ରମଣ ସଂଖ୍ୟା ବୃଦ୍ଧିକୁ ନେଇ ମୁଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି। ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ। 

ବୁଧବାର ଜିଲ୍ଲାରେ ପୁଣି ୩୧ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ଟପିସାରିଛି । ଏମାନଙ୍କ ମଧ୍ୟରୁ ୩ ହଜାର ୧୪୬ ଜଣ ସୁସ୍ଥ ହୋଇଛନ୍ତି ଓ ୨ ହଜାର ୭୨୭ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି। ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାସ୍ଥ୍ୟ କର୍ମୀମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ ସିଂହ, ଇଟିଭି ଭାରତ

Last Updated : Nov 19, 2020, 2:46 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.