ETV Bharat / state

କଳାହାଣ୍ଡିରେ ପୁଣି ଦିନକରେ ୪୯୬ କୋରୋନା ଆକ୍ରାନ୍ତ ଚିହ୍ନଟ

author img

By

Published : May 22, 2021, 7:56 PM IST

କଳାହାଣ୍ଡି ଜିଲ୍ଲାରେ ଆରମ୍ଭ ହୋଇଛି କୋରୋନାର ଦ୍ବିତୀୟ ଲହର । ଶନିବାର ଜିଲ୍ଲାରେ ପୁଣି ୪୯୬ ଜଣ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ଫଳରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ୮୯କୁ ବୃଦ୍ଧି ପାଇଛି । ଅଧିକ ପଢନ୍ତୁ...

496 new-corona-case-identified-in-kalahandi-in-one-day
କଳାହାଣ୍ଡିରେ ପୁଣି ଦିନକରେ ୪୯୬ କୋରୋନା ଆକ୍ରାନ୍ତ ଚିହ୍ନଟ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଆରମ୍ଭ ହୋଇଛି କୋରୋନାର ଦ୍ବିତୀୟ ଲହର । ଲୋକାଲରେ ରୋଗୀଙ୍କ ସଂକ୍ରମଣ ସଂଖ୍ୟା ବୃଦ୍ଧି ହେଉଥିବା ବୁଦ୍ଧିଜୀବୀ କହୁଥିବାବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ପାଲଟିଲାଣି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ।

ଶନିବାର ଜିଲ୍ଲାରେ ପୁଣି ୪୯୬ ଜଣ ନୁଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨୦ ହଜାର ୮୯କୁ ବୃଦ୍ଧି ପାଇଥିବା ବେଳେ ଆଜି ଦିନକରେ ୨୬୮ ଜଣ ଆକ୍ରାନ୍ତ ରୋଗୀ ସୁସ୍ଥ ହୋଇଛନ୍ତି ଘରକୁ ଫେରିଛନ୍ତି ।

ଏପଟେ ଜିଲ୍ଲାରେ ୬୦ରୁ ଊର୍ଦ୍ଧ୍ବ ଜଣ ବ୍ୟକ୍ତି କୋରୋନାରେ ମୃତ୍ୟୁ ହୋଇଥିବାବେଳେ ୩ ହଜାର ୨୩୩ ଜଣ ଆକ୍ରାନ୍ତ ବ୍ୟକ୍ତି କୋଭିଡ ହସ୍ପିଟାଲ ଓ ହୋମ କ୍ବାରେଣ୍ଟାଇନରେ ଚିକିତ୍ସିତ ହେଉଥିବା ଜଣାପଡିଛି । ସମସ୍ତ ଆକ୍ରାନ୍ତ ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.