ETV Bharat / state

ଗତ 24 ଘଣ୍ଟାରେ କଳାହାଣ୍ଡିରେ ନୂଆ ୫୬ ଆକ୍ରାନ୍ତ ଚିହ୍ନଟ

କଳାହାଣ୍ଡିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ବିଶେଷ କରି ଭବାନୀପାଟଣା ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରାଯାଉଛି । ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ କ୍ରମେ ଆଶାକର୍ମୀ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି । ଅଧିକ ପଢନ୍ତୁ...

ଗତ 24 ଘଣ୍ଟାରେ କଳାହାଣ୍ଡିରେ ନୂଆ ୫୬ ଆକ୍ରାନ୍ତ ଚିହ୍ନଟ
ଗତ 24 ଘଣ୍ଟାରେ କଳାହାଣ୍ଡିରେ ନୂଆ ୫୬ ଆକ୍ରାନ୍ତ ଚିହ୍ନଟ
author img

By

Published : Oct 22, 2020, 8:36 PM IST

Updated : Oct 22, 2020, 10:25 PM IST

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ମୁଖ୍ୟତଃ ଭବାନୀପାଟଣା ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଗୋଷ୍ଠୀ ସଂକ୍ରମଣ ଆଶାଙ୍କାରେ ଆତଙ୍କିତ ପ୍ରଶାସନ ଠୁ ସ୍ଥାନୀୟ ଲେକେ ।

ଆଜି(ଗୁରୁବାର) ଜିଲ୍ଲାରେ ପୁଣି ୫୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ପାର କରିଛି । ଏମାନଙ୍କ ମଧ୍ୟରୁ ୩ ହଜାର ୧୪୬ ଜଣ ସୁସ୍ଥ ହୋଇଥିବାବେଳେ ୧ ହଜାର ୭୨୮ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି।

କଳାହାଣ୍ଡିରେ ନୂଆ ୫୬ ଆକ୍ରାନ୍ତ ଚିହ୍ନଟ
ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାସ୍ଥ୍ୟ କର୍ମୀମାନେ ଘରକୁ ଘର ଯାଇ କରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ କୁମାର ସିଂହ, ଇଟିଭି ଭାରତ

Last Updated : Oct 22, 2020, 10:25 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.