ETV Bharat / state

କଳାହାଣ୍ଡିରେ ଦୁଇଦିନ ମଧ୍ୟରେ ୫୭ ଆକ୍ରାନ୍ତ ଚିହ୍ନ

author img

By

Published : Nov 20, 2020, 9:30 PM IST

Updated : Nov 20, 2020, 9:43 PM IST

କଳାହାଣ୍ଡିରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ନେଇ ଚର୍ଚ୍ଚା ହେଉଛି । ଗତ ଦୁଇଦିନ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇତିବାରୁ ଲୋକେ ଆତଙ୍କିତ ହୋଇପଡିଛନ୍ତି । ଅଧିକ ପଢନ୍ତୁ...

କଳାହାଣ୍ଡିରେ ଦୁଇଦିନ ମଧ୍ୟରେ ୫୭ ଆକ୍ରାନ୍ତ ଚିହ୍ନ
କଳାହାଣ୍ଡିରେ ଦୁଇଦିନ ମଧ୍ୟରେ ୫୭ ଆକ୍ରାନ୍ତ ଚିହ୍ନ

କଳାହଣ୍ଡି: ଜିଲ୍ଲାରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବିଶେଷ କରି ଲୋକାଲରେ ରୋଗୀଙ୍କ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବା ବୁଦ୍ଧିଜୀବୀ କହୁ ଥିବାବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ହୋଇପଡିଛନ୍ତି ।

ଦୁଇଦିନ ମଧ୍ୟରେ ଜିଲ୍ଲାରେ ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟଙ୍କ ମଧ୍ୟରୁ ଗୁରୁବାର ଜିଲ୍ଲାରେ ୩୭ ଓ ଶୁକ୍ରବାର ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ପ୍ରଶାସନର ସୂଚନା ଅନୁଯାୟୀ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାରକୁ ବୃଦ୍ଧି ପାଇ ଥିବାବେଳେ ଏମାନଙ୍କ ମଧ୍ୟରୁ ୩ ହଜାର ୧୪୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ ହଜାର ୭୮୪ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି । ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାସ୍ଥ୍ୟକର୍ମୀମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ କୁମାର ସିଂହ, ଇଟିଭି ଭାରତ

Last Updated : Nov 20, 2020, 9:43 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.