ETV Bharat / state

କଳାହାଣ୍ଡିରୁ ପୁଣି ୬୧୭ ଆକ୍ରାନ୍ତ ଚିହ୍ନଟ

author img

By

Published : May 5, 2021, 9:02 PM IST

ବୁଧବାର କଳାହାଣ୍ଡି ଜିଲ୍ଲାରୁ ୬୧୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର୬୬ରେ ପହଞ୍ଚିଛି । ଅଧିକ ପଢନ୍ତୁ...

କଳାହାଣ୍ଡିରୁ ପୁଣି ୬୧୭ ଆକ୍ରାନ୍ତ ଚିହ୍ନଟ
କଳାହାଣ୍ଡିରୁ ପୁଣି ୬୧୭ ଆକ୍ରାନ୍ତ ଚିହ୍ନଟ

ଭବାନୀପାଟଣା: ବୁଧବାର କଳାହାଣ୍ଡି ଜିଲ୍ଲାରୁ ୬୧୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜାର ୬୬ରେ ପହଞ୍ଚିଛି ।

ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୧୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୪୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା । ସେହିପରି ୭୬୪୭ ଆକ୍ରାନ୍ତ କୋଭିଡ ହସ୍ପିଟାଲ ଓ ହୋମ କ୍ବାରେଣ୍ଟାଇନରେ ରହି ଚିକିତ୍ସିତ ହେଉଥିବା ଜଣାପଡିଛି । ସମସ୍ତ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି।

ଜିଲ୍ଲାର ଜୁନାଗଡ଼ ଧର୍ମଗଡ଼ କେସିଙ୍ଗା ଆଦି ସହରରେ ପ୍ରଶାସନ ପକ୍ଷରୁ ଡୋର ଟୁ ଡୋର କୋଭିଡ ସର୍ଭେ ଜାରି ରହିଛି । ସେପଟେ ଜିଲ୍ଲାର ସମସ୍ତ ପ୍ରବେଶ ପଥରେ ଚେକିଙ୍ଗକୁ କଡାକଡି କରାଯାଇଛି ।

କଳାହାଣ୍ଡିରୁ ଅଜିତ୍ ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.