ETV Bharat / state

କଳାହାଣ୍ଡିରେ ୧୯୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

author img

By

Published : Sep 11, 2020, 7:34 AM IST

ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯୩୪କୁ ପହଞ୍ଚିଛି ଏବଂ ସେମାନଙ୍କ ମଧ୍ୟରୁ ୧୨୦୬ ଜଣ ସୁସ୍ଥ ହୋଇଛନ୍ତି । ଆଉ ୭୨୮ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

କଳାହାଣ୍ଡିରେ  ୧୯୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
କଳାହାଣ୍ଡିରେ ୧୯୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭବାନୀପାଟଣା: ଜିଲ୍ଲାରେ ହୁ ହୁ ହୋଇ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥାନୀୟ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୁଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହିଛନ୍ତି । ଗୁରୁବାର ଜିଲ୍ଲାରେ ପୁଣି ୬୫ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯୦୦ ଛୁଇଁ ସାରିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟକର୍ମୀମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.