ETV Bharat / state

କଳାହାଣ୍ଡିରୁ ୬୫୩ ଆକ୍ରାନ୍ତ ଚିହ୍ନଟ

author img

By

Published : Apr 23, 2021, 9:44 PM IST

ଶୁକ୍ରବାର କଳାହାଣ୍ଡି ଜିଲ୍ଲାରୁ ୬୫୩ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 8814ରେ ପହଞ୍ଚିଛି । ଅଧିକ ପଢନ୍ତୁ...

କଳାହାଣ୍ଡିରୁ ୬୫୩ ଆକ୍ରାନ୍ତ ଚିହ୍ନଟ
କଳାହାଣ୍ଡିରୁ ୬୫୩ ଆକ୍ରାନ୍ତ ଚିହ୍ନଟ

କଳାହାଣ୍ଡି: ଶୁକ୍ରବାର କଳାହାଣ୍ଡି ଜିଲ୍ଲାରୁ ୬୫୩ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 8814ରେ ପହଞ୍ଚିଛି ।

କଳାହାଣ୍ଡିରୁ ୬୫୩ ଆକ୍ରାନ୍ତ ଚିହ୍ନଟ
କଳାହାଣ୍ଡିରୁ ୬୫୩ ଆକ୍ରାନ୍ତ ଚିହ୍ନଟ

ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 7241 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏଯାବତ୍ ଜିଲ୍ଲାରେ 37 ଜଣଙ୍କର କୋରୋନାରେ ମୃତ୍ୟୁ ଘଟିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନତା କାର୍ଯ୍ୟକ୍ରମ ହାତକୁ ନେଇଛି।

ସେପଟେ ଅମାନିଆଙ୍କ ମନମାନି ଯୋଗୁଁ ଆକ୍ରାନ୍ତଙ୍କ ସଂଖ୍ୟ ବଢୁଥିବା ବୁଦ୍ଧିଜୀବୀ କହୁଥିବା ବେଳେ ଜିଲ୍ଲା ପୋଲିସ ପକ୍ଷରୁ ଲୋକଙ୍କୁ ଡାକବାଦୀ ଯନ୍ତ୍ର ସାହାଯ୍ୟରେ ସଚେତନ କରିବା ସହ ଅମାନିଆଙ୍କ ଠାରୁ ଫାଇନ ଆଦାୟ କରାଯାଉଛି।

କଳାହାଣ୍ଡିରୁ ଅଜିତ୍ ସିଂ, ଇଟିଭି ଭାରତୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.