ETV Bharat / state

ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର

ଭାରତୀୟ ମଜଦୂର ସଙ୍ଘ କଳାହାଣ୍ଡି ଶାଖା ପକ୍ଷରୁ ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ନେଇ କଳାହାଣ୍ଡି ଜିଲ୍ଲାପାଳଙ୍କୁ ଦାବିପତ୍ର ଦିଆଯାଇଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

author img

By

Published : May 21, 2020, 12:25 AM IST

ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର
ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର

ଭବନୀପାଟଣା: ଭାରତୀୟ ମଜଦୂର ସଙ୍ଘ କଳାହାଣ୍ଡି ଶାଖା ପକ୍ଷରୁ ପ୍ରବାସୀ ଶ୍ରମିକଙ୍କ ବିଭିନ୍ନ ସମସ୍ୟା ନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର ଦିଆଯାଇଛି । ସମଗ୍ର ବିଶ୍ବରେ କୋରୋନା ତାର କାୟା ବିସ୍ତାର କରିଚାଲିଥିବା ବେଳେ ଓଡିଶା ମଧ୍ୟ ଏଥିରୁ ବାଦ ପଡିନି । ଏହି କୋଭିଡ-୧୯ ଭୁତାଣୁର ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ଲକଡାଉନ ଘୋଷଣା କରିଥିବା ବେଳେ ପ୍ରବାସୀ ଶ୍ରମିକ ମାନଙ୍କୁ ନିଜ ଭିଟାମାଟିକୁ ଫେରିବା ପାଇଁ ଅନୁମତି ଦେଇଛନ୍ତି ।

ତେବେ ପ୍ରବାସୀ ଶ୍ରମିକମାନେ ଫେରିବା ସମୟରେ ଦେଖା ଦେଇଥିବା ବିଭିନ୍ନ ସମସ୍ୟାର ସମାଧାନ ଯଥା, ଦୈନିକ କାର୍ଯ୍ୟନିର୍ଘଣ୍ଟ ୧୨ ଘଣ୍ଟା ବୃଦ୍ଧିକୁ ତୁରନ୍ତ ପ୍ରତ୍ୟାହାର, ପ୍ରବାସୀ ଶ୍ରମିକ ମାନଙ୍କ ପଞ୍ଜିକରଣ ସହ ମାଗଣା ପର୍ତ୍ୟାବର୍ତ୍ତନର ବ୍ୟବସ୍ଥା, ୧୫ ହଜାର ଟଙ୍କାର ସହାୟତା ଭଳି ୮ ଦଫା ନେଇ ଦାବିପତ୍ର ଦେଇଛନ୍ତି । ଏହି ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସଙ୍ଘ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳଙ୍କ ଜରିଆରେ ପ୍ରଦାନ କରାଯାଇଥିଲା ।

କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.