ETV Bharat / state

କଳାହାଣ୍ଡିରେ ପୁଣି ୫୮ ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତ ୨୬୩୩କୁ ବୃଦ୍ଧି

author img

By

Published : Sep 20, 2020, 9:40 AM IST

କଳାହାଣ୍ଡି ଜିଲ୍ଲାରେ ଦିନକୁ ଦିନ ବଢିବାରେ ଲାଗିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଶନିବାର ଜିଲ୍ଲାରେ ପୁଣି ୫୮ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୩୩ରେ ପହଞ୍ଚିଛି ଏବଂ ଏମାନଙ୍କ ମଧ୍ୟରୁ ୧୮୭୩ ଜଣ ସୁସ୍ଥ ହୋଇସାରିଛନ୍ତି ଓ ୭୬୦ ଜଣ ସକ୍ରିୟ ଅଛନ୍ତି । ଅଧିକ ପଢନ୍ତୁ...

again 58 corona identify in kalahandi, total case rises to 2633
କଳାହାଣ୍ଡିରେ ଆଜି ପୁଣି ୫୮ କୋରୋନା ଚିହ୍ନଟ, ମୋଟ ଆକ୍ରାନ୍ତ ୨୬୩୩କୁ ବୃଦ୍ଧି

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଦିନକୁ ଦିନ ବଢିବାରେ ଲାଗିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ମୁଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଏକ ଚିନ୍ତାର କାରଣ ସାଜିଛି। ସେପଟେ ଶନିବାର ଜିଲ୍ଲାରେ ପୁଣି ୫୮ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୩୩ରେ ପହଞ୍ଚିଛି ଏବଂ ଏମାନଙ୍କ ମଧ୍ୟରୁ ୧୮୭୩ ଜଣ ସୁସ୍ଥ ହୋଇସାରିଛନ୍ତି ଓ ୭୬୦ ଜଣ ସକ୍ରିୟ ଅଛନ୍ତି ।

ଜିଲ୍ଲାରେ ସଂକ୍ରମଣ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ କର୍ମୀ ମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.