ETV Bharat / state

Bank strike: ବ୍ୟାଙ୍କ କର୍ମଚାରୀ ସଂଘର ଧର୍ମଘଟ

author img

By

Published : Dec 17, 2021, 9:32 PM IST

କଳାହାଣ୍ଡି ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଜିଲ୍ଲାର ସମସ୍ତ ବ୍ୟାଙ୍କ ବନ୍ଦ କରାଯାଇଥିବା ବେଳେ କର୍ମଚାରୀ ମାନଙ୍କ ପକ୍ଷରୁ ବିଭିନ୍ନ ବ୍ୟାଙ୍କ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଅଧିକ ପଢନ୍ତୁ

Bank Privatization Protest: ବ୍ୟାଙ୍କ କର୍ମଚାରୀ ସଂଘର ଧର୍ମଘଟ

ଭବାନୀପାଟଣା: କେନ୍ଦ୍ର ସରକାରଙ୍କ ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତିକୁ ବିରୋଧ କରି ସର୍ବଭାରତୀୟ ସ୍ତରରେ ବ୍ୟାଙ୍କ କର୍ମଚାରୀ ସଂଘ ତରଫରୁ ଦୁଇଦିନିଆ ଧର୍ମଘଟ ଡାକରା ଦିଆଯାଇଛି ।

ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ଘରୋଇକରଣ କରିବା ଦ୍ଵାରା ବିଭିନ୍ନ ସମସ୍ୟା ଦେଖାଯିବା ଆଶଙ୍କାକୁ ନେଇ ଏହି ଧର୍ମଘଟ କରାଯାଉଛି । କଳାହାଣ୍ଡି ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଜିଲ୍ଲାର ସମସ୍ତ ବ୍ୟାଙ୍କ ବନ୍ଦ କରାଯାଇଥିବା ବେଳେ କର୍ମଚାରୀ ମାନଙ୍କ ପକ୍ଷରୁ ବିଭିନ୍ନ ବ୍ୟାଙ୍କ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଭବାନୀପାଟଣା ସ୍ଵେଚ୍ୟୁଛକ ଠାରେ ଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ ବଜାର ଶାଖା ସମ୍ମୁଖରେ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧାରଣା ଦିଆଯାଇଥିଲା । ଏଥିରେ SBI ଜୋନାଲ ସେକ୍ରେଟାରି ସୌମ୍ୟଜିତ ମୁଣ୍ଡଙ୍କ ନେତୃତ୍ବରେ ଜିଲ୍ଲାର ଅନେକ ବ୍ୟାଙ୍କ କର୍ମଚାରୀ ଏହି ଧାରଣାରେ ସାମିଲ ହୋଇଥିଲେ ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.