ETV Bharat / state

ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କଳାପତାକା ପ୍ରଦର୍ଶନ, ପୋଲିସ-କଂଗ୍ରେସ କର୍ମୀ ଧସ୍ତାଧସ୍ତି

କଳାହାଣ୍ଡିରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କଳାପତାକା ପ୍ରଦର୍ଶନ କଲା କଂଗ୍ରେସ । ପୋଲିସ ସହ ଧସ୍ତାଧସ୍ତି । ଅଧିକ ପଢନ୍ତୁ

ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କଳାପତାକା ପ୍ରଦର୍ଶନ, ପୋଲିସ-କଂଗ୍ରେସ କର୍ମୀ ଧସ୍ତାଧସ୍ତି
ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କଳାପତାକା ପ୍ରଦର୍ଶନ, ପୋଲିସ-କଂଗ୍ରେସ କର୍ମୀ ଧସ୍ତାଧସ୍ତି
author img

By

Published : Nov 18, 2021, 9:05 PM IST

ଭବାନୀପାଟଣା: କଳାହାଣ୍ଡି ମହାଲିଙ୍ଗ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ଘଟଣାର ରାଜନୀତି ଥମିବାର ନାଁ ନେଉନାହିଁ । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର (MOS Divya sankar mishra) ଙ୍କ ବହିଷ୍କାର ଦାବି ନେଇ ପଲ୍ଲୀ ଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଜାରି ରହିଛି ଆନ୍ଦୋଳନ ବିକ୍ଷୋଭ । ଆଜି କଳାହାଣ୍ଡି ଜିଲ୍ଲା କଂଗ୍ରେସ ପକ୍ଷରୁ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କଳାପତାକା ପ୍ରଦର୍ଶନ କରିଛନ୍ତି ।

ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କଳାପତାକା ପ୍ରଦର୍ଶନ, ପୋଲିସ-କଂଗ୍ରେସ କର୍ମୀ ଧସ୍ତାଧସ୍ତି

ରୂପାନ୍ତରୀକରଣ ସ୍କୁଲଗୁଡିକର ଲୋକାର୍ପଣ କାର୍ଯ୍ୟକ୍ରମରେ ମନ୍ତ୍ରୀ ଦିବ୍ୟଶଙ୍କର ଯୋଗ ଦେବାକୁ ଯାଉଥିବାବେଳେ ଭବାନୀପାଟଣା ମାଣିକେଶ୍ୱରୀ ଛକ ନିକଟରେ ମନ୍ତ୍ରୀଙ୍କୁ କଳାପତାକା ଦେଖାଇ ବିରୋଧ କରିବା ସହ ନାରାବାଜି ଦେଇଥିଲେ କଂଗ୍ରେସ କର୍ମୀ । ଏହାକୁ ନେଇ ଘଟଣାସ୍ଥଳରେ କଂଗ୍ରେସ କର୍ମୀ-ପୋଲିସ ଧସ୍ତାଧସ୍ତିର ଚିତ୍ର ଦେଖିବାକୁ ମିଳିଥିଲା ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.