ETV Bharat / state

ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ପୁଣି ଅଣ୍ଡାମାଡ

କଳାହାଣ୍ଡି ମହାଲିଙ୍ଗ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ଘଟଣାର ରାଜନୀତି ଥମିବାର ନାଁ ନେଉନାହିଁ । ଅଧିକ ପଢନ୍ତୁ

Congress workers eggs hurled
Congress workers eggs hurled
author img

By

Published : Dec 29, 2021, 10:37 PM IST

ଭୁବନେଶ୍ବର: କଳାହାଣ୍ଡି ମହାଲିଙ୍ଗ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ଘଟଣାର ରାଜନୀତି ଥମିବାର ନାଁ ନେଉନାହିଁ ।

ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ସହ ରାଜ୍ୟ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଲିଙ୍କ ରହିଥିବାରୁ ତଦନ୍ତ ବାଟ ବଣା ହେଉଥିବା ଅଭିଯୋଗରେ ବିରୋଧୀ ମନ୍ତ୍ରୀଙ୍କ ବହିଷ୍କାର ଦାବିରେ ଅଟଳ ରହିଛନ୍ତି ।

ବିରୋଧୀଙ୍କ ଆନ୍ଦୋଳନ ଏବେ ପଲ୍ଲୀ ଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଜାରି ରହିଛି । ଆଜି ଜିଲ୍ଲା କଂଗ୍ରେସ ପକ୍ଷରୁ ମନ୍ତ୍ରୀଙ୍କ ବହିଷ୍କାର ଦାବିରେ କେସିଙ୍ଗା ଠାରେ ମନ୍ତ୍ରୀଙ୍କ ଗାଡି ଉପରକୁ ଅଣ୍ଡା ମଡା କରାଯାଇଛି।

କେସିଙ୍ଗାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବା ବେଳେ ସହରର ବ୍ଲକ ଛକ ଠାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡି ଉପରକୁ କଂଗ୍ରେସ କର୍ମୀ ମାନେ ଅଣ୍ଡା ମାଡ କରିଛନ୍ତି।

କଳହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.