ETV Bharat / state

କଳାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ

author img

By

Published : Nov 26, 2020, 9:20 PM IST

ଧର୍ମଗଡ଼ ବିଜେପି ଶାଖା ପକ୍ଷରୁ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଠାରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଅଧିକ ପଢନ୍ତୁ...

ବିଜେପି ପକ୍ଷରୁ ସମ୍ବିଧାନ ଦିବସ ପାଳିତ ହୋଇଯାଛି

ଭବାନୀପାଟଣା: ଆଜି(ଗୁରୁବାର)ହେଉଛି ସମ୍ବିଧାନ ଦିବସ । ପ୍ରତିବର୍ଷ ନଭେମ୍ବର 26 ତାରିଖ ଅର୍ଥାତ, ସମ୍ବିଧାନ ପ୍ରଣେତା ଡ. ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ଜନ୍ମ ଦିନକୁ ସମ୍ବିଧାନ ଦିବସ ଭାବେ ପାଳନ କରାଯାଏ। ଆମ ଦେଶ କଷ୍ଟଲବ୍ଧ ସ୍ବାଧିନତା ପାଇବା ପରେ ଦେଶକୁ ସୁଚାରୁ ରୂପେ ପରିଚାଳନା କରିବା ପାଇଁ ଏହି ସମ୍ବିଧାନର ପରିକଳ୍ପନା କରାଯାଇଥିଲା । ଆଉ ସମ୍ବିଧାନର ମହତ୍ବ ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ନିମନ୍ତେ ଏହି ଦିବସକୁ ଉଲ୍ଲାସର ସହିତ ପାଳନ କରାଯାଏ।

ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଠାରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି। ଚାରିଛକ ସ୍ଥିତ ଡଃ. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଧର୍ମଗଡ଼ ବିଜେପି ଶାଖା ପକ୍ଷରୁ ଏକ ସଭା ଆୟୋଜନ କରାଯାଇଥିଲା। ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ବିଜେପିର ଅନେକ କର୍ମକର୍ତ୍ତା ସେଠାରେ ଉପସ୍ଥିତ ଥିଲେ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.