ETV Bharat / state

କଳାହାଣ୍ଡିରେ ୧୬୦୦ ଛୁଇଁଲା କୋରୋନା ଆକ୍ରାନ୍ତ ସଂଖ୍ୟା - କଳାହାଣ୍ଡିରେ ୧୬୦୦କୁ ଛୁଇଁଲା କୋରୋନା

କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଶୁକ୍ରବାର ଜିଲ୍ଲାରେ ପୁଣି ୪୨ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୨୫ କୁ ପହଞ୍ଚିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

୧୬୦୦କୁ ଛୁଇଁଲା କୋରୋନା ଆକ୍ରାନ୍ତ ସଂଖ୍ୟା
୧୬୦୦କୁ ଛୁଇଁଲା କୋରୋନା ଆକ୍ରାନ୍ତ ସଂଖ୍ୟା
author img

By

Published : Sep 4, 2020, 10:07 PM IST

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୂଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ।

୧୬୦୦କୁ ଛୁଇଁଲା କୋରୋନା ଆକ୍ରାନ୍ତ ସଂଖ୍ୟା

ଶୁକ୍ରବାର ଜିଲ୍ଲାରେ ପୁଣି ୪୨ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୨୫ କୁ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୧୧୧୩ ଜଣ ସୁସ୍ଥ ହୋଇଛନ୍ତି ଓ ୫୧୨ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାସ୍ଥ୍ୟକର୍ମୀମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଆରମ୍ଭ କରିଛନ୍ତି ।

କଳାହାଣ୍ଡିରୁ ଅଜିତ ସିଂହ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.