ETV Bharat / state

କଳାହାଣ୍ଡିରେ ବେଲଗାମ କରୋନା, ଦିନକରେ ୨୭୪ ଜଣ ଆକ୍ରାନ୍ତ ଚିହ୍ନଟ

author img

By

Published : Apr 29, 2021, 9:57 PM IST

କଳାହାଣ୍ଡି ଜିଲ୍ଲାରେ ଆରମ୍ଭ ହୋଇଛି କରୋନାର ଦ୍ୱିତୀୟ ଲହର । ଲୋକାଲରେ ରୋଗୀଙ୍କ ସଂକ୍ରମଣ ସଂଖ୍ୟା ବୃଦ୍ଧି ହେଉଥିବା ବୁଦ୍ଧିଜୀବୀ କହୁଥିବାବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ପାଲଟିଲାଣି । ଅଧିକ ପଢନ୍ତୁ...

କଳାହାଣ୍ଡିରେ ବେଲଗାମ କରୋନା, ଦିନକରେ ୨୭୪ ଜଣ ଆକ୍ରାନ୍ତ ଚିହ୍ନଟ
କଳାହାଣ୍ଡିରେ ବେଲଗାମ କରୋନା, ଦିନକରେ ୨୭୪ ଜଣ ଆକ୍ରାନ୍ତ ଚିହ୍ନଟ

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲାରେ ଆରମ୍ଭ ହୋଇଛି କରୋନାର ଦ୍ୱିତୀୟ ଲହର । ଲୋକାଲରେ ରୋଗୀଙ୍କ ସଂକ୍ରମଣ ସଂଖ୍ୟା ବୃଦ୍ଧି ହେଉଥିବା ବୁଦ୍ଧିଜୀବୀ କହୁଥିବାବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ପାଲଟିଲାଣି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ଅଛନ୍ତି ।

ଗୁରୁବାର ଜିଲ୍ଲାରେ ପୁଣି ୨୭୪ ଜଣ ନୂଆଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୧୦ ହଜାର ୮୦୧ ଜଣ ଆକ୍ରାନ୍ତ ହୋଇଛନ୍ତି ଏବଂ ୭ ହଜାର ୨୪୧ ଜଣ ସୁସ୍ଥ ହୋଇଛନ୍ତି ।ଜିଲ୍ଲାରେ ୩୭ ଜଣ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ ହୋଇଥିବାବେଳେ ୩ ହଜାର ୮୪୦ ଜଣ ଆକ୍ରାନ୍ତ ବ୍ୟକ୍ତି କୋଭିଡ ହସ୍ପିଟାଲ ଓ ହୋମ କ୍ବାରେଣ୍ଟାଇନରେ ଚିକିତ୍ସିତ ହେଉଥିବା ଜଣାପଡିଛି । ସମସ୍ତ ଆକ୍ରାନ୍ତ ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି । ଜିଲ୍ଲାର ଜୁନାଗଡ଼ ଧର୍ମଗଡ଼ କେସିଙ୍ଗା ଆଦି ସହରରେ ପ୍ରଶାସନ ପକ୍ଷରୁ ଡୋରଟୁ ଡୋର କୋଭିଡ ସର୍ଭେ ଜାରି ରହିଛି ।

କଳାହାଣ୍ଡିରୁ ଅଜିତ କୁମାର ସିଂହ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.