ETV Bharat / state

କଳାହାଣ୍ଡିରେ ଆକ୍ରାନ୍ତ ସଂଖ୍ୟା ୩୬୦୦ ପାର - kalahandi coronavirus latest news

ଜିଲ୍ଲାରେ ପୁଣି ୫୧ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତ ଙ୍କ ସଂଖ୍ୟା ୩୬୪୫ କୁ ପହଞ୍ଚିଛି । ଜିଲ୍ଲାପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ କର୍ମୀ ମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି । ଅଧିକ ପଢନ୍ତୁ...

କଳାହାଣ୍ଡି ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୩୬୦୦ ପାର

author img

By

Published : Oct 4, 2020, 10:39 PM IST

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥାନୀୟ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇଥିବା ବୁଦ୍ଧିଜୀବୀ ଆଶଙ୍କା କରୁଛନ୍ତି। ଏହାକୁ ନେଇ ଜିଲ୍ଲାର ପ୍ରଶାସନର ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ।

କଳାହାଣ୍ଡି ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା ୩୬୦୦ ପାର

ରବିବାର ଜିଲ୍ଲାରେ ପୁଣି ୫୧ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୬୪୫ କୁ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୨ ହଜାର ୮୩୫ ଜଣ ସୁସ୍ଥ ହୋଇଛନ୍ତି । ୮୧୦ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି।

ଜିଲ୍ଲାର ବଢୁଥିବା ଆକ୍ରାନ୍ତଙ୍କୁ ଦେଖି ଜିଲ୍ଲାପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ କର୍ମୀ ମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ ସିଂ ଇଟିଭି, ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.