ETV Bharat / state

ଚାଷ ଜମିରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଛତାପଦର ଗାଁ ନିକଟରେ ନିଜ ଚାଷ ଜମିରେ ଜଣେ ଯୁବକ ଫାଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

author img

By

Published : Apr 28, 2020, 11:56 PM IST

ଚାଷ ଜମିରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଚାଷ ଜମିରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଛତାପଦର ଗାଁ ନିକଟରେ ଅଭାବନୀୟ ଘଟଣା । ଚାଷ ଜମିରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତ ଯୁବକ ଜଣକ ହେଲେ ଛତାପଦର ଗାଁର ସତ୍ୟବାସ ଧଗଡ଼ାମାଝୀ ।

ତେବେ ଉକ୍ତ ଯୁବକ ନିଜ ଚାଷ ଜମିରେ ଆତ୍ମହତ୍ୟା କରିଥିବା ସ୍ଥାନୀୟ ଲୋକେ ପୋଲିକୁ ସୂଚନା ଦେଇଛନ୍ତି । ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ ଜୟପାଟଣା ପୋଲିସ ଘଟଣାକୁ ନେଇ ତଦନ୍ତ ଆରମ୍ଭ କରିଛି ।

କଳାହାଣ୍ଡିରୁ ଅଜିତ ସିଂହ, ଇଟିଭି ଭାରତ

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.