ETV Bharat / state

ଦୁଇ ବାଇକ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

author img

By

Published : Mar 29, 2021, 6:16 AM IST

କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ଅନ୍ତଗତ ବଡ଼ବସୁଲ ଗାଁ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟ ହୋଇଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଥିବା ଜଣାପଡିଛି । ଅଧିକ ପଢନ୍ତୁ...

ଦୁଇ ବାଇକ ମୁହାଁମୁହିଁ, ଜଣେ ମୃତ ୩ ଗୁରୁତର
ଦୁଇ ବାଇକ ମୁହାଁମୁହିଁ, ଜଣେ ମୃତ ୩ ଗୁରୁତର

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ଅନ୍ତଗତ ବଡ଼ବସୁଲ ଗାଁ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟ ହୋଇଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଥିବା ଜଣାପଡିଛି ।

ଦୁଇ ବାଇକ ମୁହାଁମୁହିଁ, ଜଣେ ମୃତ ୩ ଗୁରୁତର

ସୂଚନା ଅନୁଯାୟୀ ଜୁନାଗଡ଼ ଥାନା ଅନ୍ତର୍ଗତ ମଇଭର ଗାଁର ରାଜକୁମାର ସୁନାନୀ କୌଣସି କାମରେ ଧର୍ମଗଡ଼ ଆସି ନିଜ ଗାଁକୁ ଫେରୁଥିବା ସମୟରେ ବଡ଼ବସୁଲ ଗାଁ ନିକଟରେ ସାମ୍ନାପଟୁ ଆସୁଥିବା ଏକ ବାଇକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣା ସ୍ଥଳରେ ରାଜକୁମାର ସୁନାନୀଙ୍କ ଘଟଣା ସ୍ଥଳରେ ମୃତ୍ୟ ହୋଇଥିବା ବେଳେ ସାମ୍ନାପଟୁ ଆସୁଥିବା ୩ ବାଇକ ଗୁରୁତର ଥିବା ଜଣାପଡିଛି । ଖବର ପାଇ ଘଟଣା ସ୍ଥଳରେ ଧର୍ମଗଡ଼ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଗୁରୁତର ବ୍ୟକ୍ତି ମାନଙ୍କୁ ଧର୍ମଗଡ଼ ଡାକ୍ତର ଖାନାରେ ବର୍ତ୍ତି କରିଛି । ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଥିବା ନେଇ ପୋଲିସ ପ୍ରକାଶ କରିଛି ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.