ETV Bharat / state

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

author img

By

Published : Jun 26, 2020, 9:27 AM IST

କୋକସରା ଥାନା ଅନ୍ତର୍ଗତ ସାରସମାଲ ଗାଁରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଉଦ୍ଧାର କରିଛି। ମୃତ ଯୁବକ ଜଣକ ହେଲେ କୁସୁମଖୁଣ୍ଟି ଗାଁର କୃଷ୍ଣ ରାଉତ।

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର;ମୃତ୍ୟର କାରଣ ଅସ୍ପଷ୍ଟ

ଭବାନୀପାଟଣା:କଳାହାଣ୍ଡି ଜିଲ୍ଲା କୋକସରା ଥାନା ଅନ୍ତର୍ଗତ ସାରସମାଲ ଗାଁରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଉଦ୍ଧାର କରିଛି। ମୃତ ଯୁବକ ଜଣକ ହେଲେ କୁସୁମଖୁଣ୍ଟି ଗାଁର କୃଷ୍ଣ ରାଉତ। ମୃତକ ଜଣକ ସକାଳୁ ନିଜ ବିଲକୁ ଆସି ଚାଷ କାମ କରୁଥିଲେ ହେଲେ ଅପରାହ୍ନରେ ତାଙ୍କର ଝୁଲନ୍ତା ମୃତଦେହ ବିଲ ନିକଟ ଗଛରୁ ଠାବ ହୋଇଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି।

ଯୁବକଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନଥିବା ବେଳେ ଏନେଇ ପୋଲିସ ସୂଚନା ପାଇବା ପରେ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.