ETV Bharat / state

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଜୁନାଗଡ ବୋଦେଲ ତାଳବନ୍ଧପଡାରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର। ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ଏଠାରେ ଟାଙ୍ଗି ଦେଇଛି ଏନେଇ ତଦନ୍ତ କରୁଛି ପୋଲିସ ।

author img

By

Published : Apr 16, 2019, 2:50 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, କଳାହାଣ୍ଡି

କଳାହାଣ୍ଡି: ଜୁନାଗଡ ବୋଦେଲ ତାଳବନ୍ଧପଡାରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଗାଁ ନିକଟ ଏକ ଗଛରେ ଯୁବକଙ୍କ ମୃତଦେହ ଦେଖିଥିଲେ କିଛି ଗ୍ରାମବାସୀ । ସଙ୍ଗେ ସଙ୍ଗେ ପୋଲିସକୁ ଖବର ଦେଇଥିଲେ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, କଳାହାଣ୍ଡି

ଘଟଣାସ୍ଥଳରେ ଜୁନାଗଡ ପୋଲିସ ପହଞ୍ଚି ମୃତଦେହ ଜବତ କରିଛି। ତେବେ ଏହି ଯୁବକଙ୍କ ମୃତଦେହ ଗାଁ ର ଜଣକ ଧାନ ବିଲ ଭିତରେ ଥିବା ଗଛରୁ ଉଦ୍ଧାର କରାଯାଇଛି। ଯୁବକ ଜଣକ କିଏ, ଏଠାକୁ ଆସିଲେ କିପରି। ପୋଲିସ ଏନେଇ ତଦନ୍ତ ଆରମ୍ଭ କରିଛି । ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରି ଏଠାରେ ଟାଙ୍ଗି ଦେଇଛି, ତାହା ତଦନ୍ତ ପରେ ସ୍ପଷ୍ଟ ହେବ ।

କଳାହାଣ୍ଡିରୁ ଅଜିତ ସିଂ,ଇଟିଭି ଭାରତ

Intro:Body:

fgdgf

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.