ETV Bharat / state

ଅନୈତିକ ସମ୍ପର୍କରୁ ତୁମୁଳକାଣ୍ଡ, ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ - ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

ଅନୈତିକ ସମ୍ପର୍କର ତୁମୁଳ କାଣ୍ଡ। ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ। କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହରରେ ଦେଖିବାକୁ ମିଳିଛି ଏଭଳି ଏକ ଅଭାବନୀୟ ଘଟଣା । ଅଧିକ ପଢନ୍ତୁ...

ଅନୈତିକ ସମ୍ପର୍କରୁ ତୁମୂଳ କାଣ୍ଡ, ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

author img

By

Published : Sep 21, 2021, 9:17 AM IST

ଭବାନୀପାଟଣା: ଅନୈତିକ ସମ୍ପର୍କର ତୁମୁଳକାଣ୍ଡ। ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ। କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହରରେ ଦେଖିବାକୁ ମିଳିଛି ଏଭଳି ଏକ ଅଭାବନୀୟ ଘଟଣା । ଅନୈତିକ ସମ୍ପର୍କ ନେଇଛି ବିଭତ୍ସ ହତ୍ୟାକାଣ୍ଡର ରୂପ। ପୋଲିସର ସୂଚନା ଅନୁଯାୟୀ ସହରର ଟିଭି ସେଣ୍ଟର ପଡାର ହଳଧର ଗୌଡର ଟାଙ୍ଗିଆ ଚୋଟରେ ତାଙ୍କ ସ୍ତ୍ରୀ ପୂର୍ଣ୍ଣିମାଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ଜଣାପଡିଛି।

ଅନୈତିକ ସମ୍ପର୍କରୁ ତୁମୂଳ କାଣ୍ଡ, ସ୍ବାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ହତ୍ୟାକାଣ୍ଡରେ ବ୍ୟବହୃତ ଟାଙ୍ଗିଆକୁ ଜବତ କରି ଅଭିଯୁକ୍ତ ସ୍ବାମୀକୁ ଗିରଫ କରିଛି । ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ପୋଲିସ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.