ETV Bharat / state

କଳାହାଣ୍ଡିରେ 1700 ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

author img

By

Published : Sep 8, 2020, 9:57 AM IST

ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦୦ ସହ ଛୁଇଁ ସାରିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟକର୍ମୀମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରେ 1700 ଟିପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭବାନୀପାଟଣା: ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥାନୀୟ ଅଞ୍ଚଳରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ମୁଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଛନ୍ତି । ଏପଟେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ପାଲଟିଛି ।

ଜିଲ୍ଲାରେ 2ଦିନ ମଧ୍ୟରେ ୭୭ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରବିବାର ଜିଲ୍ଲାରେ ୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସୋମବାର ଜିଲ୍ଲାରେ ପୁଣି ୪୧ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୪୩କୁ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୧୨୦୬ ଜଣ ସୁସ୍ଥ ହୋଇଥିବାବେଳେ ୫୩୭ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।

କଳାହାଣ୍ଡିରୁ ଅଜିତ ସିଂଙ୍କ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.