ETV Bharat / state

OSBSG felicitation: କଳାହାଣ୍ଡି ଜିଲ୍ଲାକୁ ଶ୍ରେଷ୍ଠ କ୍ୟାମ୍ପୋରି ରାଜ୍ୟ ପୁରସ୍କାର - ଓଡିଶା ରାଜ୍ୟ ଭାରତ ସ୍କାଉଟ ଓ ଗାଇଡ

କଳାହାଣ୍ଡି ଜିଲ୍ଲାକୁ ଶ୍ରେଷ୍ଠ କ୍ୟାମ୍ପୋରି ରାଜ୍ୟ ପୁରସ୍କାର । ଓଡିଶା ରାଜ୍ୟ ଭାରତ ସ୍କାଉଟ ଓ ଗାଇଡ(OSBSG) ଦ୍ବାରା ଭୁବନେଶ୍ବରସ୍ଥିତ ରାଜ ଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟପାଳ କଲେ ସମ୍ମାନୀତ । ଅଧିକ ପଢ଼ନ୍ତୁ

OSBSG felicitation: କଳାହାଣ୍ଡି ଜିଲ୍ଲାକୁ ଶ୍ରେଷ୍ଠ କ୍ୟାମ୍ପୋରି ରାଜ୍ୟ ପୁରସ୍କାର

author img

By

Published : Jun 19, 2022, 10:48 PM IST

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାକୁ ଶ୍ରେଷ୍ଠ କ୍ୟାମ୍ପୋରି ରାଜ୍ୟ ପୁରସ୍କାର । ରାଜ୍ୟ ଭାରତ ସ୍କାଉଟ ଓ ଗାଇଡ(Odisha State Bharat Scouts and Guides) ଦ୍ବାରା ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟପାଳ କଲେ ସମ୍ମାନୀତ ।

ଓଡିଶା ରାଜ୍ୟ ଭାରତ ସ୍କାଉଟ ଓ ଗାଇଡ(OSBSG) ପକ୍ଷରୁ ଭୁବନେଶ୍ବରସ୍ଥିତ ରାଜ ଭବନଠାରେ ଆୟୋଜିତ ରାଜ୍ୟ ପୁରସ୍କାର ଉତ୍ସବରେ କଳାହାଣ୍ଡି ଜିଲ୍ଲାକୁ ଶ୍ରେଷ୍ଠ କ୍ୟାମ୍ପୋରି ଜିଲ୍ଲା ଭାବରେ ପୁରସ୍କୃତ କରାଯାଇଛି । ଏହି ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବରେ ଯୋଗଦେଇ କଳାହାଣ୍ଡି ଭାରତ ସ୍କାଉଟ ଓ ଗାଇଡ ମୁଖ୍ୟ କମିଶନର ତଥା ଜିଲ୍ଲା ମୁଖ୍ୟ ଶିକ୍ଷା ଅଧିକାରୀ ସୁଶାନ୍ତ ଚୋପଦାର ଏବଂ ଜିଲ୍ଲା ସମ୍ପାଦକ ତଥା ଜିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ମହେନ୍ଦ୍ର ପଣ୍ଡାଙ୍କୁ ପୁରସ୍କୃତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୩୬ ଜଣ ଛାତ୍ର ଓ ୭ ଜଣ ଛାତ୍ରୀ ମଧ୍ୟ ରାଜ୍ୟପାଳଙ୍କ ଦ୍ବାରା ସମ୍ବର୍ଦ୍ଧିତ ହୋଇଥିଲେ ।

ଇଟିଭି ଭାରତ, କଳାହାଣ୍ଡି

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.