ETV Bharat / state

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

3 ଦଫା ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କଳାହାଣ୍ଡି କନିଷ୍ଠ ଶିକ୍ଷକ ଆଶାୟୀ ସଂଘର ବିକ୍ଷୋଭ। ଏନେଇ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ ଜରିଆରେ 3 ଦଫା ଏକ ଦାବି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି।

author img

By

Published : Nov 5, 2019, 8:30 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, କଳାହାଣ୍ଡି

କଳାହାଣ୍ଡି: 3 ଦଫା ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ କନିଷ୍ଠ ଶିକ୍ଷକ ଆଶାୟୀ ସଂଘ ପକ୍ଷରୁ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ରାଜ୍ୟରେ ଖାଲି ପଡିଥିବା କନିଷ୍ଠ ଶିକ୍ଷକ ପଦଵୀରେ ନିଯୁକ୍ତି ସହ ଜିଲ୍ଲା ଭିତ୍ତିକ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ନିଯୁକ୍ତି ଦାବି କରିଛି ସଂଘ। ଏନେଇ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ ଜରିଆରେ 3 ଦଫା ଏକ ଦାବି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, କଳାହାଣ୍ଡି

ଗତ 5 ଜାନୁଆରୀ 2019ରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି ହୋଇଥିଲା। ହେଲେ ବର୍ତ୍ତମାନ ସୁଦ୍ଧା କୌଣସି ପ୍ରକାର ପଦକ୍ଷେପ ବିଭାଗ ପକ୍ଷରୁ ନିଆଯାଇନଥିବାରୁ ସଂଘ ଏହାକୁ ପ୍ରତିବାଦ କରି ବିକ୍ଷୋଭ କରିଛି।

କଳାହାଣ୍ଡିରୁ ଅଜିତ୍ ସିଂ, ଇଟିଭି ଭାରତ

Intro:କଳାହାଣ୍ଡି କନିଷ୍ଠ ଶିକ୍ଷକ ଆଶାୟୀ ସଂଘ ତରଫରୁ ୩ ଦଫା ନେଇ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି ।କଳାହାଣ୍ଡି କନିଷ୍ଠ ଆଶାୟୀ ଶିକ୍ଷକ ସଂଘ ପକ୍ଷରୁ ୩ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଧେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ରେ ପ୍ରଦାନ କରିଛନ୍ତି। Body:ରାଜ୍ୟରେ ଖାଲି ପଡିଥିବା କନିଷ୍ଠ ଶିକ୍ଷକ ପଦଵୀ ନିଯୁକ୍ତି ସହ ଜିଲ୍ଲା ଭିତ୍ତିକ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ନିଯୁକ୍ତି କରିବା ଭଳି ଦାବି ନେଇ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା ଦେଇଛନ୍ତି।
Conclusion:ଗତ ୫ ଜାନୁଆରୀ ୨୦୧୯ ତାରିଖ ଦିନ ରାଜ୍ୟ ସରକାର ଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି ହୋଇଥିଲେ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ପ୍ରକାର ପଦକ୍ଷେପ ନ ନେବାରୁ ଏ ନେଇ ପ୍ରତିବାଦ କରିଥିବା ସଂଘ ପକ୍ଷରୁ କହିଛନ୍ତି।
ବାଇଟ- ହିତାଂଶୁ ଢୋଲକିଆ (ସମ୍ପାଦକ, ସଂଘ)
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.