ETV Bharat / state

ମମିତାହତ୍ୟାକାଣ୍ଡ; କଳାହାଣ୍ଡି କଂଗ୍ରେସର ଧାରଣା - ଜିଲ୍ଲା କଂଗ୍ରେସ ସଭାପତି ଭାରତ ବେମାଲ

ଆଜି (ମଙ୍ଗଳବାର) କଳାହାଣ୍ଡି ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଧାରଣା ଦିଆଯାଇଛି। ଯଥା ଶୀଘ୍ର ସରକାର ଗୃହରାଷ୍ଟ୍ର ମନ୍ତ୍ରୀଙ୍କୁ ପଦବୀରୁ ବହିଷ୍କାର କରିବା ସହ ଘଟଣାକୁ ସିବିଆଇକୁ ହସ୍ତାନ୍ତର କରିବା ପାଇଁ ଦାବି କରିଛି କଂଗ୍ରେସ। ଅଧିକ ପଢନ୍ତୁ...

Kalahandi Congress
Kalahandi Congress
author img

By

Published : Oct 26, 2021, 9:05 PM IST

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ମହାଳିଙ୍ଗ ସନସାଇନ ସ୍କୁଲ ଶିକ୍ଷୟତ୍ରୀ ହତ୍ୟାକାଣ୍ଡ ଘଟଣାକୁ ନେଇ ଏବେ ସାରା ରାଜ୍ୟରେ ପ୍ରତିବାଦର ସ୍ବର । ଶିକ୍ଷୟତ୍ରୀ ମମିତା ମେହେରଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ଗୋବିନ୍ଦ ସାହୁ ସହ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଲିଙ୍କ ରହିଥିବା ବେଳେ ତଦନ୍ତ ବାଟବଣା ହେବା ହେବା ନେଇ ଅଭିଯୋଗ କରିଛି କଂଗ୍ରେସ।

ମମିତା ମେହେର ହତ୍ୟାକାଣ୍ଡ; କଳାହାଣ୍ଡି କଂଗ୍ରେସର ଧାରଣା

ଆଜି (ମଙ୍ଗଳବାର) କଳାହାଣ୍ଡି ଜିଲ୍ଲା କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଧାରଣା ଦିଆଯାଇଛି। ଯଥା ଶୀଘ୍ର ସରକାର ଗୃହରାଷ୍ଟ୍ର ମନ୍ତ୍ରୀଙ୍କୁ ପଦବୀରୁ ବହିଷ୍କାର କରିବା ସହ ଘଟଣାକୁ ସିବିଆଇକୁ ହସ୍ତାନ୍ତର କରିବା ପାଇଁ ଦାବି କରିଛି କଂଗ୍ରେସ।

ନଚେତ ଆଗାମୀ ଦିନରେ ଭୟାବହ ଆନ୍ଦୋଳନ ହେବ ବୋଲି ଜିଲ୍ଲା କଂଗ୍ରେସ ସଭାପତି ଭାରତ ବେମାଲ କହିଛନ୍ତି ।

କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.