ETV Bharat / state

ରାସ୍ତା କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର - ରାସ୍ତା କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର

କଳାହାଣ୍ଡି ଫୁପଗାଁ କୋକସରା ଥାନା ଅନ୍ତର୍ଗତ କାଶୀବାହାଲ ରାସ୍ତା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଅଧିକ ପଢନ୍ତୁ...

man deadbody found in kalahandi
ରାସ୍ତା କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର
author img

By

Published : Feb 27, 2020, 6:15 PM IST

କଳାହାଣ୍ଡି: ରାସ୍ତା କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର । କଳାହାଣ୍ଡି ଫୁପଗାଁ କୋକସରା ଥାନା ଅନ୍ତର୍ଗତ କାଶୀବାହାଲ ରାସ୍ତା କଡ଼ରୁ ଏକ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି ।

ରାସ୍ତା କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଗଛରେ ପିଟିହୋଇ ଯୁବକଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଥିବା ବେଳେ ଖବର ପାଇ କୋକସରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। । ଏପଟେ ମୃତ ଯୁବକ ଜଣଙ୍କ କେସିଙ୍ଗା ଥାନା ଡୁମେରମୁଣ୍ଡା ଭୋଇପଡାର ବ୍ରିଜେଶ ମାଝୀ ବୋଲି ଜଣାପଡିଛି ।

କଳାହାଣ୍ଡିରୁ ଅଜିତ୍ ସିଂ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.