ETV Bharat / state

କଳାହାଣ୍ଡିରେ ପୁଣି 33 କୋରୋନା ଆକ୍ରାନ୍ତ ଚିହ୍ନଟ, ଗୋଷ୍ଠୀ ସଂକ୍ରମଣ ଆଶଙ୍କା - କୋରୋନା ଆକ୍ରାନ୍ତ

କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଶନିବାର ଜିଲ୍ଲାରେ ପୁଣି ୩୩ ଜଣ କaରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ଅତିକ୍ରମ କରି ସାରିଛି । ଅଦିକ ପଢନ୍ତୁ...

more 33 new corona identify in kalahandi
କଳାହାଣ୍ଡିରେ ପୁଣି 33 କୋରୋନା ଆକ୍ରାନ୍ତ ଚିହ୍ନଟ, ଗୋଷ୍ଠୀ ସଂକ୍ରମଣ ଆଶଙ୍କା
author img

By

Published : Oct 25, 2020, 8:02 AM IST

ଭବାନୀପାଟଣା: ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ଏବେ ବି କିଛି ଅଞ୍ଚଳରେ ଜାରି ରହିଛି କୋରୋନା ପ୍ରଭାବ । ବିଶେଷକରି କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଲୋକାଲରେ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୂଖ୍ୟତଃ ଭବାନୀପାଟଣାରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ଆଶଙ୍କା କରୁଛନ୍ତି ବୁଦ୍ଧିଜୀବୀ । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ । ଯାହା ଆଜି ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲିଟିଛି ।

କଳାହାଣ୍ଡିରେ ପୁଣି 33 କୋରୋନା ଆକ୍ରାନ୍ତ ଚିହ୍ନଟ, ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଶନିବାର ଜିଲ୍ଲାରେ ପୁଣି ୩୩ ଜଣ କaରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ଅତିକ୍ରମ କରି ସାରିଛି ଏବଂ ଏମାନଙ୍କ ମଧ୍ୟରୁ ୩ ହଜାର ୧୪୬ ଜଣ ସୁସ୍ଥ ହୋଇଛନ୍ତି ଓ ୧ ହଜାର ୭୯୩ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସିତ ହେଉଛନ୍ତି ।

ଅନ୍ୟପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ କର୍ମୀ ମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.