ETV Bharat / state

କଳାହାଣ୍ଡିରେ ପୁଣି ୫୯ କୋରୋନା ପଜିଟିଭ ଚିହ୍ନଟ, ମୋଟ ଆକ୍ରାନ୍ତ 3594କୁ ବୃଦ୍ଧି

author img

By

Published : Oct 4, 2020, 7:55 AM IST

କଳାହାଣ୍ଡି ଜିଲ୍ଲାରେ କୋରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୁଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ଶନିବାର ପୁଣି ୫୯ କୋରୋନା ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା 3594ରେ ପହଞ୍ଚିଛି । ଅଧିକ ପଢନ୍ତୁ...

more 59 corona case identify in kalahandi, total case rises to 3594
କଳାହାଣ୍ଡିରେ ପୁଣି ୫୯ କୋରୋନା ଚିହ୍ନଟ, ମୋଟ ଆକ୍ରାନ୍ତ 3594କୁ ବୃଦ୍ଧି

ଭବାନୀପାଟଣା: ରାଜ୍ୟରେ କାୟା ବିସ୍ତାର କରିବାରେ ଲାଗିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏପଟେ କଳାହାଣ୍ଡି ଜିଲ୍ଲା ଲୋକାଲରେ କୋରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୁଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି।

ଶନିବାର ଜିଲ୍ଲାରେ ପୁଣି ୫୯ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୫୯୪ କୁ ପହଞ୍ଚିଛି ଏବଂ ଏମାନଙ୍କ ମଧ୍ୟରୁ ୨ ହଜାର ୮୩୫ ଜଣ ସୁସ୍ଥ ହୋଇଛନ୍ତି ଓ ୭୫୯ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି।

ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ କର୍ମୀ ମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.