ETV Bharat / state

କଳାହାଣ୍ଡିରେ ୩୩୦୦ ପାର ହେଲା କୋରୋନା ଆକ୍ରାନ୍ତ ସଂଖ୍ୟା - କଳାହାଣ୍ଡିରେ ୩୩୦୦ ପାର ହେଲା କୋରୋନା

କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଜିଲ୍ଲାରେ ୩୩୦୦ ପାର କଲା ସଂକ୍ରମିତଙ୍କ ସଂଖ୍ୟା । ଅଧିକ ପଢନ୍ତୁ...

number of corona cases at kalahandi has exceeded 3300
କଳାହାଣ୍ଡିରେ ୩୩୦୦ ପାର ହେଲା କୋରୋନା ଆକ୍ରାନ୍ତ ସଂଖ୍ୟା
author img

By

Published : Sep 30, 2020, 9:02 PM IST

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବିଶେଷ କରି ଭବାନୀପାଟଣା ସହରରେ ବଢୁଛି ସଂକ୍ରମିତଙ୍କ ସଂଖ୍ୟା । ଯାହାକୁ ନେଇ ଗୋଷ୍ଠୀ ସଂକ୍ରମଣ ହୋଇଥିବା ବୃଦ୍ଧିଜୀବୀ କହୁଥିବାବେଳେ ଏହା ଏବେ ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି ।

କଳାହାଣ୍ଡିରେ ୩୩୦୦ ପାର ହେଲା କୋରୋନା ଆକ୍ରାନ୍ତ ସଂଖ୍ୟା
ତେବେ ବୁଧବାର ଜିଲ୍ଲାରେ ପୁଣି ୭୨ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୩୯୪କୁ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରେ ୨ ହଜାର ୯୧ ଜଣ ସୁସ୍ଥ ହୋଇଛନ୍ତି ଓ ୧ ହଜାର ୩୦୩ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି । ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ଦେଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟକର୍ମୀମାନେ ଘରକୁ ଘର ଯାଇ ସର୍ଭେ କରୁଛନ୍ତି ।

କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.