ETV Bharat / state

କୋରୋନାରେ ହାରିଗଲେ ପୁଣି ଜଣେ କୋଭିଡ ଯୋଦ୍ଧା

author img

By

Published : Sep 20, 2020, 8:19 PM IST

କଳାହାଣ୍ଡି ଜିଲ୍ଲା ସଦର ଥାନାରେ କାର୍ଯ୍ୟରତ ହୋମଗାର୍ଡ ଦୟାନିଧି ସାହୁଙ୍କ କୋରୋନାରେ ମୃତ୍ୟୁ ହୋଇଛି । ସେ ବୁର୍ଲା ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ଏବଂ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଅଧିକ ପଢନ୍ତୁ...

one covid warrior death in kalahandi
କୋରୋନାରେ ହାରିଗଲେ ପୁଣି ଜଣେ କୋଭିଡ ଯୋଦ୍ଧା

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ସଦର ଥାନାରେ କାର୍ଯ୍ୟରତ ହୋମଗାର୍ଡ ଦୟାନିଧି ସାହୁଙ୍କ କୋରୋନାରେ ମୃତ୍ୟୁ ହୋଇଛି । ସେ ବୁର୍ଲା ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ ଏବଂ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

କୋରୋନାରେ ହାରିଗଲେ ପୁଣି ଜଣେ କୋଭିଡ ଯୋଦ୍ଧା
ଗତ ୧୨ ତାରିଖରେ ଦୟାନିଧିଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର କୋରୋନା ରିପୋର୍ଟ ନେଗେଟିଭ ଆସିଥିଲା । ତାଙ୍କ ସ୍ବାସ୍ଥ୍ୟବସ୍ଥା ଅଧିକ ବିଗିଡବାରୁ ଗତ ୧୫ ତାରିଖରେ ତାଙ୍କୁ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ତାଙ୍କର କୋରୋନା ରିପୋର୍ଟ ପିଜିଟିଭ ଆସିଥିଲା ଓ ତାଙ୍କୁ କୋରୋନା ପଜିଟିଭ ଘୋଷଣା କରାଯାଇଥିଲା । ଏନେଇ ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.