ETV Bharat / state

ହାତୀ ଆକ୍ରମଣରେ ଜଣେ ମୃତ

କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ଥାନା ଅନ୍ତର୍ଗତ ବେଡାଗାଁ ପଞ୍ଚାୟତର ମଇଶିପେଟା ଗାଁରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ଅଧିକ ପଢନ୍ତୁ...

author img

By

Published : Oct 2, 2020, 10:42 PM IST

One person killed by elephantt attack
ହାତୀ ଆକ୍ରମଣରେ ଜଣେ ମୃତ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ଥାନା ଅନ୍ତର୍ଗତ ବେଡାଗାଁ ପଞ୍ଚାୟତର ମଇଶିପେଟା ଗାଁରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।

ସୂଚନା ଅନୁଯାୟୀ, ସାନ ମାଝୀ ନିଜ ଚାଷଜମିକୁ ଯାଇଥିବା ବେଳେ ହାତୀ ଆକ୍ରମଣର ଶୀକାର ହୋଇଥିଲେ। ଫଳରେ ଘଟଣା ସ୍ଥଳରେ ହିଁ ସାନଙ୍କ ମୃତ୍ୟୁ ହୋଇଥିଲା ।

ହାତୀ ଆକ୍ରମଣରେ ଜଣେ ମୃତ
ଖବର ପାଇ ଗାଁ ଲୋକେ ବନବିଭାଗକୁ ଖବର ଦେଇଥିଲେ । ଖବରପାଇ ବନବିଭାଗ କର୍ମଚାରୀ ଓ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଛନ୍ତି। ମୃତକଙ୍କ ପରିବାର ବର୍ଗ କ୍ଷତିପୂରଣ ପାଇଁ ଦାବି କରିଛନ୍ତି ।
କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.