ETV Bharat / state

ଘାଟିରେ ଓଲଟିଲା ଯାତ୍ରୀବାହୀ ବସ, ୫ ଶିଶୁଙ୍କ ସମେତ ୩୦ ଗୁରୁତର

author img

By

Published : Apr 22, 2022, 9:36 PM IST

ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ଯାତ୍ରୀବାହୀ ବସ । ସମସ୍ତ ୩୦ ଯାତ୍ରୀ ଗୁରୁତର । ଗୁରୁତରଙ୍କ ମଧ୍ୟରେ ୫ ଶିଶୁ ରହିଛନ୍ତି । ଅଧିକ ପଢନ୍ତୁ

ଘାଟିରେ ଓଲଟିଲା ଯାତ୍ରୀବାହୀ ବସ, ୫ ଶିଶୁଙ୍କ ସମେତ ୩୦ ଯାତ୍ରୀ ଗୁରୁତର

ଫୁଲବାଣୀ: ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ଯାତ୍ରୀବାହୀ ବସ । ସମସ୍ତ ୩୦ ଯାତ୍ରୀ ଗୁରୁତର । ଗୁରୁତରଙ୍କ ମଧ୍ୟରେ ୫ ଶିଶୁ ରହିଛନ୍ତି । ବାଲିଗୁଡାରୁ ବୁଡାଗୁଡା ଆସୁଥିବା ବେଳେ ଗଣ୍ଡମୁଣ୍ଡା ଘାଟିରେ ୧୫ ଫୁଟ ତଳକୁ ବସ୍‌ଟି ଖସି ପଡ଼ିଥିବା ସୂଚନା ମିଳିଛି ।

ବସରେ ୩୦ରୁ ଅଧିକ ଯାତ୍ରୀ ରହିଥିଲେ । ଦୁର୍ଘଟଣା ପରେ ବସ ଡ୍ରାଇଭର ଓ ହେଲପର ଫେରାର ହୋଇଯାଇଥିବା ଜଣାପଡ଼ିଛି ।

କନ୍ଧମାଳରୁ ସଞ୍ଜୟ ପାତ୍ର, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.