ETV Bharat / state

ବିଜୁ ଏକ୍ସପ୍ରେସ ୱେରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, 2ମୃତ

ଆମପାଣି ଥାନା ଭୁର୍ଷାଗୁଡା ଛକ ଦେଇ ଯାଇଥିବା ବିଜୁ ଏକ୍ସପ୍ରେସ ୱେରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ୨ ଜଣଙ୍କ ମୃତ୍ୟୁ । ୫୦୦ ମିଟର ଦୂରରୁ ବାଇକ ଠାବ । ଅଧିକ ପଢନ୍ତୁ...

ଭୁର୍ଷାଗୁଡା ବିଜୁ ଏକ୍ସପ୍ରେସ ୱେରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

author img

By

Published : Dec 30, 2020, 7:04 AM IST

ଭବାନୀପାଟଣା: ଆମପାଣି ଥାନା ଭୁର୍ଷାଗୁଡା ଛକ ଦେଇ ଯାଇଥିବା ବିଜୁ ଏକ୍ସପ୍ରେସ ୱେରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ୨ ଜଣଙ୍କ ମୃତ୍ୟୁ। କୌଣସି ଏକ ଅଜଣା ଗାଡି ଧକ୍କା ଦେବା ଫଳରେରେ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ପୋଲିସ ସନ୍ଦେହ କରୁଛି । ଦୁଇ ଯୁବକ ସାନ ପୋଡ଼ାଗୁଡା ପଞ୍ଚାୟତ ନେଗିଗୁଡା ଗାଁର ହେମନ୍ତ ଗୋପାଳ ଓ ନୀଳକଣ୍ଠ ଗୋପାଳ ବୋଲି ଜଣାପଡିଛି ।

ଭୁର୍ଷାଗୁଡା ବିଜୁ ଏକ୍ସପ୍ରେସ ୱେରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

ସେମାନଙ୍କ ବାଇକ ଘଟଣାସ୍ଥଳରୁ ୫୦୦ ମିଟର ଦୂରରେ ଠାବ ହୋଇଥିବା ବେଳେ ଆମପାଣି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.