ETV Bharat / state

ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

କଳାହାଣ୍ଡି ଆମପାଣି ଥାନା ଅଞ୍ଚଳରେ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ । ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହେଇନଥିବା ବେଳେ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅଧିକ ପଢନ୍ତୁ...

author img

By

Published : Nov 2, 2020, 11:39 AM IST

the body of a young man was found hanging from a tree
ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭାବନୀପାଟଣା: ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କଳାହାଣ୍ଡି ଜିଲ୍ଲା ଆମପାଣି ଥାନା ଅନ୍ତର୍ଗତ କୁଲେରଗୁଡା ବିଜୁ ଏକ୍ସପ୍ରେସୱେ ନିକଟରେ ଥିବା ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି। ଖବର ପାଇ ଆମପାଣି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ଯୁବକ ଜଣକ ଜୟପାଟଣା ଥାନା ପଲସପାଣି ଗାଁର କ୍ଷୀରସିନ୍ଧୁ ଶବର ବୋଲି ଜଣାପଡିଛି।

ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହେଇନଥିବା ବେଳେ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହା ସହ ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଛି।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.