ETV Bharat / state

ଉପାନ୍ତ ଅଞ୍ଚଳରେ ଚାଲିଛି କୋରୋନା ସର୍ଭେ ପ୍ରକ୍ରିୟା - corona survey process is underway

କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୯୭କୁ ପହଞ୍ଚିଛି ଏବଂ ଏମାନଙ୍କ ମଧ୍ୟରୁ ୧୯୬୭ ଜଣ ସୁସ୍ଥ ହୋଇଛନ୍ତି ଓ ୮୧୨ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ଉପାନ୍ତ ଅଞ୍ଚଳରେ ଚାଲିଛି କୋରୋନା ସର୍ଭେ ପ୍ରକ୍ରିୟା

author img

By

Published : Sep 22, 2020, 10:55 PM IST

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଲୋକାଲରେ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୂଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବାବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ।

ଉପାନ୍ତ ଅଞ୍ଚଳରେ ଚାଲିଛି କୋରୋନା ସର୍ଭେ ପ୍ରକ୍ରିୟା

ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୯୭କୁ ପହଞ୍ଚିଛି ଏବଂ ଏମାନଙ୍କ ମଧ୍ୟରୁ ୧୯୬୭ ଜଣ ସୁସ୍ଥ ହୋଇଛନ୍ତି ଓ ୮୧୨ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାସ୍ଥ୍ୟ କର୍ମୀମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରିରଖିବା ସହ ଗ୍ରାମାଞ୍ଚଳରେ ମଧ୍ୟ ଚାଲିଛି ସ୍କ୍ରିନିଂ ପ୍ରକ୍ରିୟା ।

କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.