ETV Bharat / state

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା - କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ କେନ୍ଦ୍ରମନ୍ତ୍ରୀ

ଦୁଇ ଦିନିଆ କଳାହାଣ୍ଡି ଗସ୍ତରେ ଆସିଛନ୍ତି କେନ୍ଦ୍ର ଆଦିବାସୀ ଜନଜାତି ମନ୍ତ୍ରୀ ଅର୍ଜୁନ ମୁଣ୍ଡା । ଅଧିକ ପଢ଼ନ୍ତୁ

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା

author img

By

Published : Jun 13, 2022, 7:18 AM IST

ଭବାନୀପାଟଣା: ଦୁଇ ଦିନିଆ କଳାହାଣ୍ଡି ଗସ୍ତରେ ଆସିଛନ୍ତି କେନ୍ଦ୍ର ଆଦିବାସୀ ଜନଜାତି ମନ୍ତ୍ରୀ ଅର୍ଜୁନ ମୁଣ୍ଡା । ଜିଲ୍ଲାର ବିଭିନ୍ନ ସ୍ଥାନ ପରିଦର୍ଶନ ପରେ ଭବାନୀପାଟଣା ଠାରେ ଜିଲ୍ଲା ବିଜେପି ପକ୍ଷରୁ ଅନୁଷ୍ଠିତ ସାଙ୍ଗଠାନିକ ବୈଠକରେ ଯୋଗ ଦେଇଥିଲେ । ଜିଲ୍ଲା ବିଜେପି ସଭାପତି ଦେବେନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କେନ୍ଦ୍ର ଆଦିବାସୀ ଜନଜାତି ମନ୍ତ୍ରୀ ଅର୍ଜୁନ ମୁଣ୍ଡା, କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ବରିଷ୍ଠ ବିଜେପି ନେତା ହିମାଂଶୁ ମେହେର ଯୋଗ ଦେଇଥିଲେ।

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା
ଦୀର୍ଘ ୮ ବର୍ଷ ଧରି ମୋଦି ସରକାର ସାଧାରଣ ଲୋକଙ୍କ ପାଇଁ ବିଭିନ୍ନ ଯୋଜନାକୁ ପ୍ରଣୟନ କରିଥିବା ଜନସାଧାରଣଙ୍କ ପାଇଁ ଅନେକ ପଦକ୍ଷେପ ଆଗାମୀ ଦିନରେ ମଧ୍ୟ ଗ୍ରହଣ କରାଯିବା ସହ ଆଦିବାସୀଙ୍କ ଉନ୍ନତି ପାଇଁ ଅନେକ ଗୋଟିଏ ଯୋଜନା ମଧ୍ୟ କରିଥିବା ଘରେ ଘରେ ମୋଦି ସରକାରଙ୍କ ଯୋଜନାକୁ ପହଞ୍ଚାଇବା ପାଇଁ କର୍ମୀ ମାନଙ୍କୁ ଆହ୍ବାନ କରିଥିଲେ । ବିଗତ ଆଠ ବର୍ଷ ମଧ୍ୟରେ କଳାହାଣ୍ଡି ଜିଲ୍ଲା ପାଇଁ କେନ୍ଦ୍ର ସରକାର ଅନେକ ଅନୁଦାନ ଯୋଗାଇ ଦେଇଥିବା କହିଛନ୍ତି କେନ୍ଦ୍ରମନ୍ତ୍ରୀ ।

ଇଟିଭି ଭାରତ, କଳାହାଣ୍ଡି

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.