ETV Bharat / state

ପଶ୍ଚିମ ଓଡିଶା ଗସ୍ତରେ WODC ଅଧକ୍ଷ ଅସିତ ତ୍ରିପାଠୀ

ରବିବାର କଳାହାଣ୍ଡି ଗସ୍ତ କରିଥିଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧକ୍ଷ ଅସିତ ତ୍ରିପାଠୀ । କଳାହାଣ୍ଡି ଜିଲ୍ଲା ସ୍ଥାନୀୟ ଉତ୍ପାଦନକୁ ନେଇ କିପରି ଅଧିକ କିଛି କରି ହେବ ସେ ନେଇ ଏକ ସମୀକ୍ଷା ବୈଠକ କରିଛନ୍ତି ଅସିତ ତ୍ରିପାଠୀ । ଅଧିକ ପଢନ୍ତୁ...

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧକ୍ଷ ଅସିତ ତ୍ରିପାଠୀଙ୍କ କଳାହାଣ୍ଡି ଗସ୍ତ

author img

By

Published : Jul 26, 2021, 8:51 AM IST

ଭବାନୀପାଟଣା: ବଦଳିବ କଳାହାଣ୍ଡିର ଚିତ୍ର । ଜିଲ୍ଲାର ସବୁ ଦିଗରେ ହେବ ବିକାଶ । ଏନେଇ ରବିବାର କଳାହାଣ୍ଡି ଗସ୍ତ କରିଥିଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧକ୍ଷ ଅସିତ ତ୍ରିପାଠୀ । କଳାହାଣ୍ଡି ଜିଲ୍ଲା ସ୍ଥାନୀୟ ଉତ୍ପାଦନକୁ ନେଇ କିପରି ଅଧିକ କିଛି କରି ହେବ ସେ ନେଇ ଏକ ସମୀକ୍ଷା ବୈଠକ କରିଛନ୍ତି ଅସିତ ତ୍ରିପାଠୀ ।

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧକ୍ଷ ଅସିତ ତ୍ରିପାଠୀଙ୍କ କଳାହାଣ୍ଡି ଗସ୍ତ

ଜିଲ୍ଲାରେ ପହଞ୍ଚିବା ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ବିଭିନ୍ନ ପ୍ରକଳ୍ପ ବିଶେଷ କରି ଜୀବିକା ମିଶନ ,କୃଷି ,ବ୍ୟବସାୟ ଓ ଦକ୍ଷତା ବିକାଶ କ୍ଷେତ୍ରରେ ଯୁବଗୋଷ୍ଠୀଙ୍କୁ କିପରି ରୋଜଗାର ଦିଆଯାଇ ପାରିବ ସେନେଇ ବୈଠକ ଆଲୋଚନା ହୋଇଥିଲା ।

ଅନୁଷ୍ଠିତ ବୈଠକରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧକ୍ଷ ଆସିତ ତ୍ରିପାଠୀ, କଳାହାଣ୍ଡି ଜିଲ୍ଲାପାଳ ଗଭାଳି ପରାଗ ହର୍ଷଦ,ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ଶ୍ରୀଚନ୍ଦନଙ୍କ ସମେତ ସମସ୍ତ ବିଭାଗର ଅଧିକାରୀ ସାମିଲ ହୋଇଥିଲେ ।

କଳାହାଣ୍ଡିରୁ ଅଜିତ କୁମାର ସିଂ,ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.