ETV Bharat / state

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ - kalahandi women dead body was recovered by hanging

କଳାହାଣ୍ଡି ଜିଲ୍ଲା ଆମପାଣି ଥାନା ଅନ୍ତର୍ଗତ କାଉଡୋଳା ପଞ୍ଚାୟତ ବଡ଼ କେନ୍ଦୁଗୁଡା ଗାଁର ଟଙ୍କଧର ପୁଜାରୀଙ୍କ ସ୍ତ୍ରୀ ଚନ୍ଦ୍ରା ପୁଜାରୀଙ୍କ ଝୁଲନ୍ତା ମୃତଦେହ ତାଙ୍କ ଘର ଭିତରୁ ଉଦ୍ଧାର କରିଛି ଆମପାଣି ପୋଲିସ । ଅଧିକ ପଢନ୍ତୁ...

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

author img

By

Published : Mar 19, 2021, 5:21 PM IST

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଆମପାଣି ଥାନା ଅନ୍ତର୍ଗତ କାଉଡୋଳା ପଞ୍ଚାୟତ ବଡ଼ କେନ୍ଦୁଗୁଡା ଗାଁର ଟଙ୍କଧର ପୁଜାରୀଙ୍କ ସ୍ତ୍ରୀ ଚନ୍ଦ୍ରା ପୁଜାରୀଙ୍କ ଝୁଲନ୍ତା ମୃତଦେହ ତାଙ୍କ ଘର ଭିତରୁ ଉଦ୍ଧାର କରିଛି ଆମପାଣି ପୋଲିସ । ସୂଚନା ଅନୁଯାୟୀ ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବଚସା ହୋଇଥିଲା ।

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ଆଜି ଘର ଭିତରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ । ତେବେ ପୋଲିସ ଘଟଣା ସ୍ଥଳରେ ପହଞ୍ଚିବା ପୂର୍ବରୁ ମହିଳାଙ୍କ ସ୍ୱାମୀ ମୃତଦେହକୁ ବାହାର କରି ଦେଇଥିବା ଯୋଗୁଁ ମୃତା ମହିଳାଙ୍କ ବାପା ହତ୍ୟା ଅଭିଯୋଗ ଆଣିଛନ୍ତି । ସାଇଣ୍ଟିଫିକ ଟିମ ଆସି ତଦନ୍ତ କରିବା ପରେ ମହିଳାଙ୍କ ମୃତ ଶରୀରକୁ ବ୍ୟବଚ୍ଛେଦ ପାଇଁ ପଠାଯିବ ବୋଳି ପୋଲିସ ସୂଚନା ଦେଇଛି । ମୃତ ଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ତଥ୍ୟ ଜଣାପଡିବ ବୋଲି ଆମପାଣି ପୋଲିସ ପ୍ରକାଶ କରିଛି ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.