ETV Bharat / state

ମହିଳାଙ୍କ ଦଗ୍ଧ ମୃତଦେହ ଉଦ୍ଧାର - ମହିଳାଙ୍କ ଦଗ୍ଧ ମୃତଦେହ ଉଦ୍ଧାର

କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଥାନା ଅନ୍ତର୍ଗତ ରାଜ ମୋଟେର ଗାଁରେ ଜଣେ ମହିଳାଙ୍କ ଦଗ୍ଧ ମୃତଦେହ ଉଦ୍ଧାର କରିଛି ପୋଲିସ ।

women deadbody found
ମହିଳାଙ୍କ ଦଗ୍ଧ ମୃତଦେହ ଉଦ୍ଧାର
author img

By

Published : Aug 15, 2020, 7:26 AM IST

ଭବାନୀପାଟଣା: ମହିଳାଙ୍କ ଦଗ୍ଧ ମୃତଦେହ ଉଦ୍ଧାର । କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଥାନା ଅନ୍ତର୍ଗତ ରାଜ ମୋଟେର ଗାଁରେ ଜଣେ ମହିଳାଙ୍କ ଦଗ୍ଧ ମୃତଦେହ ଉଦ୍ଧାର କରିଛି ପୋଲିସ ।

ମହିଳାଙ୍କ ଦଗ୍ଧ ମୃତଦେହ ଉଦ୍ଧାର

ପ୍ରାଥମିକ ତଦନ୍ତରୁ ମହିଳା ଜଣକ କିରୋସିନ ଢାଳି ଆତ୍ମହତ୍ୟା କରିଥିବା ପୋଲିସ ସୂଚନା ଦେଇଥିବା ବେଳେ ଆତ୍ମହତ୍ୟାର ପ୍ରକୃତ କାରଣ ଏବେବି ଅସ୍ପଷ୍ଟ ରହିଛି। ମୃତ ମହିଳାଙ୍କ ନାମ ମୁନ୍ଦ୍ରିକା ହଂସ ବୋଲି ଜଣାପଡିଥିବା ବେଳେ ସେ ଗାଁ ସ୍କୁଲରେ ପାଚିକା ଭାବେ କାର୍ଯ୍ୟ କରୁଥିଲେ ।

କଳାହାଣ୍ଡିରୁ ଅଜିତ୍ ସିଂ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.