ହାଇଦ୍ରାବାଦ: କନ୍ଧମାଳ ଜିଲ୍ଲାର ଭାରତୀୟ ଜନତା ପାର୍ଟିର ପୂର୍ବତନ ଜିଲ୍ଲା ସଭାପତି ନିଳାଦ୍ରୀ ବିହାରୀ ଯାନୀଙ୍କ ବିୟୋଗ ଖବର ଶୁଣି ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ର ପ୍ରାକୃତିକ ବାଷ୍ପ ଓ ତୈଳ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ସେହିପରି କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଦଳପଡ଼ାର ସରପଞ୍ଚ ଥିବାବେଳେ ସେ ଲୋକଙ୍କ ସେବା ପାଇଁ ସର୍ବଦା ସମର୍ପିତ ଥିଲେ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଉଛି ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ