ETV Bharat / state

Panchayat Election Violence: ସରପଞ୍ଚ ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ ପରେ ନାଳରେ ଫିଙ୍ଗିଦେଲେ ଦୁର୍ବୃତ୍ତ - କେନ୍ଦ୍ରାପଡାରେ ପଞ୍ଚାୟତ ନିର୍ବାଚନୀ ହିଂସା

ସାନଅଢଙ୍ଗା ସରପଞ୍ଚ ପାର୍ଥୀ ଅମୀୟ ରଞ୍ଜନ ସାହୁଙ୍କୁ ମରଣାନ୍ତକ ଆକ୍ରମଣ ପରେ ନାଳରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ଅଧିକ ପଢନ୍ତୁ

Panchayat Election Violence:ସରପଞ୍ଚ ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ ପରେ ନାଳରେ ଫିଙ୍ଗିଦେଲେ ଦୁର୍ବୃତ୍ତ

author img

By

Published : Feb 22, 2022, 8:39 AM IST

କେନ୍ଦ୍ରାପଡା: ବଢୁଛି ପଞ୍ଚାୟତ ନିର୍ବାଚନୀ ହିଂସା । ସରପଞ୍ଚ ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ ପରେ ନାଳରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ଜିଲ୍ଲାର ଗରଦପୁର ବ୍ଲକ ଅଧିନ ସାନଅଢଙ୍ଗା ସରପଞ୍ଚ ପାର୍ଥୀ ଅମୀୟ ରଞ୍ଜନ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି l

Panchayat Election Violence:ସରପଞ୍ଚ ପ୍ରାର୍ଥୀଙ୍କୁ ମରଣାନ୍ତକ ଆକ୍ରମଣ ପରେ ନାଳରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସୂଚନାଅନୁଯାୟୀ ଗତକାଲି ସରପଞ୍ଚ ପ୍ରାର୍ଥୀ ଜଣଙ୍କ ଘରକୁ ଫେରୁଥିବାବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରି ରକ୍ତାକ୍ତ ଅବସ୍ଥାରେ ଏକ ନାଳରେ ଫୋଫାଡ଼ି ଦେଇଥିଲେ l ଅମୀୟଙ୍କୁ ଗୁରୁତର ଅବସ୍ଥାରେ ଦେଖି ସ୍ଥାନୀୟ ଲୋକେ ପ୍ରଥମେ କୋରୁଆ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ l ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି l ଏହି ଘଟଣାକୁ କେନ୍ଦ୍ର କରି ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଥିଲା l ଖବର ପାଇ ପାଟକୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l

କେନ୍ଦ୍ରାପଡ଼ାରୁ ରାଧାକାନ୍ତ ମହାନ୍ତି,ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.