ETV Bharat / state

ଲଗାଣ ବର୍ଷା ମୁକାବିଲା ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି - kendrapada news

ଲଘୁଚାପ ବର୍ଷାକୁ ନେଇ ପାଣିପାଗ ବିଭାଗର ସତର୍କ ସୂଚନା ପରେ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନର ଆରମ୍ଭ ହୋଇଛି ପ୍ରସ୍ତୁତି । ଅଧିକ ପଢନ୍ତୁ...

ଲଗାଣ ବର୍ଷା ମୁକାବିଲା ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି

author img

By

Published : Oct 6, 2020, 5:07 PM IST

କେନ୍ଦ୍ରାପଡା: ଲଘୁଚାପ ବର୍ଷାକୁ ନେଇ ପାଣିପାଗ ବିଭାଗର ସତର୍କ ସୂଚନା ପରେ କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନର ଆରମ୍ଭ ହୋଇଛି ପ୍ରସ୍ତୁତି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସୃଷ୍ଟି ହେବାକୁ ଥିବା ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ବ୍ଲକର ବିଡ଼ିଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ।

ଲଗାଣ ବର୍ଷା ମୁକାବିଲା ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି

ସେହିପରି ଚାଷୀମାନେ ସମ୍ମୁଖୀନ ହେବାକୁ ଥିବା ସମସ୍ୟା ପ୍ରତି ବିଶେଷ ଯତ୍ନବାନ ହେବାକୁ ନିୟନ୍ତ୍ରିତ ବଜାର କମିଟିକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । କୋରୋନା କଟକଣା ଏବଂ ସଂକ୍ରମଣ ଯୋଗୁଁ ସରକାରୀ କାର୍ଯ୍ୟାଳୟ ଗୁଡିକରେ କର୍ମଚାରୀଙ୍କ ଅଭାବ ପରିଲକ୍ଷିତ ହୋଇଛି । ଏଭଳି ଅବସ୍ଥାରେ ଜରୁରୀ ପରିସ୍ଥିତି ମୁକାବିଲା ପାଇଁ ଅଧିକ କର୍ମଚାରୀଙ୍କୁ କାର୍ଯ୍ୟରେ ଲଗାଇବା ପାଇଁ ପ୍ରଶାସନ ପ୍ରସ୍ତୁତ ଥିବା ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ।

କେନ୍ଦ୍ରାପଡ଼ାରୁ ରାଧାକାନ୍ତ ମହାନ୍ତି, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.