କେନ୍ଦ୍ରାପଡା: କ୍ରାନ୍ତି ଦିବସରେ ସ୍ବାଧୀନତା ସଂଗ୍ରାମୀ ମକର ଦାସଙ୍କୁ ରାଷ୍ଟ୍ରପତି ଭବନରେ ସମ୍ବର୍ଦ୍ଧିତ କରିବାର କାର୍ଯ୍ୟକ୍ରମରହିଥିଲା । ହେଲେ କୋରୋନା କଟକଣା ଯୋଗୁଁ ତାହା ସମ୍ଭବ ହୋଇପାରିଲା ନାହିଁ ।
ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମୀଙ୍କ ବାସଭବନକୁ ଯାଇ ସମ୍ବର୍ଦ୍ଧିତ କରିଥିଲେ। ତେବେ, ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ବାଧୀନତା ସଂଗ୍ରାମୀ ଦାୟଦ ସଂଘର ସଭାପତି ବିଚିତ୍ରାନନ୍ଦ ନାୟକ,ସଂଯୋଜକ ସଞ୍ଜୟ ଜେନାଙ୍କ ସହ ବହୁ ମାନ୍ୟଗନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।
କେନ୍ଦ୍ରାପଡାରୁ ରାଧାକାନ୍ତ ମହାନ୍ତି,ଇଟିଭି ଭାରତ